www.samajalive.in
Friday, December 5, 2025
16.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ଲଗାଣ ବର୍ଷାରେ ମାଲକାନଗିରି ଓ କୋରାପୁଟ ଜିଲା ଅଧିକ ପ୍ରଭାବିତ.. କୋରାପୁଟ ଜିଲା ମାଛକୁଣ୍ଡ ଜଳ ବିଦ୍ୟୁତ ପ୍ରକଳ୍ପରୁ ବିଦ୍ୟୁତ ଉତ୍ପାଦନ ବନ୍ଦ.. ବନ୍ୟାଜଳ ପଶିବା ପରେ ବିଦ୍ୟୁତ ଉତ୍ପାଦନ ବନ୍ଦ କଲେ କର୍ତ୍ତୃପକ୍ଷ..

କଲକାତା ପୀଡ଼ିତାଙ୍କ ଫଟୋ ସମସ୍ତ ସାମାଜିକ ଗଣମାଧ୍ୟମରୁ ହଟାଇବାକୁ ସୁପ୍ରିମକୋର୍ଟଙ୍କ ନିର୍ଦେଶ..

- Advertisement -

କାର୍ଯ୍ୟକୁ ନ ଫେରିଲେ କାର୍ଯ୍ୟାନୁଷ୍ଠାନ, ପଶ୍ଚିମବଙ୍ଗରେ ଧର୍ମଘଟ ଚଳାଇଥିବା ଡାକ୍ତରମାନଙ୍କୁ ଚେତାବନୀ ଦେଲେ ସୁପ୍ରିମକୋର୍ଟ.. ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା କାର୍ଯ୍ୟରେ ଯୋଗଦେବାକୁ ନିର୍ଦେଶ..

ବୁଦ୍ଧାଦିତ୍ୟ ରାଜଯୋଗ ; ଜାଣନ୍ତୁ ସେପ୍ଟେମ୍ବର ୨୮ ପୂର୍ବରୁ ଏହି ରାଶି ହେବେ ଭାଗ୍ୟଶାଳୀ, ହେବ ବିବାହ,ଧନଲାଭ..

ଦେଶରେ ପ୍ରଥମ ସନ୍ଦିଗ୍ଧ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହେବା ପରେ ସତର୍କତାମୂଳକ ପଦକ୍ଷେପ ନେବାକୁ ରାଜ୍ୟଗୁଡ଼ିକୁ ମାର୍ଗଦର୍ଶିକା ଜାରି କଲା ସ୍ଵାସ୍ଥ୍ୟ ମନ୍ତ୍ରଣାଳୟ..

କଟକରେ ବନ୍ଦ ଘରୁ ଅଧ୍ୟାପିକାଙ୍କ ମୃତଦେହ ଉଦ୍ଧାର.. କଟକ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟରେ କାର୍ଯ୍ୟରତ ଥିଲେ ଅଧ୍ୟାପିକା..

ଭୁଲରେ କିଣି ଆଣିଲେ ଏହି ବିଷାକ୍ତ ମାଛ ; ଖାଇବା ପରେ ସ୍ତ୍ରୀ ମୃତ, ସ୍ୱାମୀ କୋମାରେ..

 

ସମ୍ଭାବ୍ୟ ବନ୍ୟାର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ.. ସମସ୍ତ ଫିଲ୍ଡ ଅଧିକାରୀଙ୍କୁ ସଜାଗ ରହିବାକୁ ନିର୍ଦେଶ.. ବଙ୍ଗୋପସାଗରରେ ଗଭୀର ଅବପାତ ଯୋଗୁଁଁ ପ୍ରଭାବରେ ଲଗାଣ ବର୍ଷା.. ବଡ଼ ବନ୍ୟାର ଆଶଙ୍କା ନାହିଁ କହିଲେ ସ୍ୱତନ୍ତ୍ର ରିଲିଫ କମିଶନର..

Hot this week

ରାତି ବଢିବା ସହ ବଢ଼ିଲାଣି ଭିଡ ,କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି

କଟକ :କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି । କିନ୍ତୁ ଆଜିଠୁ...

ସମ୍ପତ୍ତି ଆଗରେ ସମ୍ପର୍କ ତୁଛ , ମା ର ମୃତ ଦେହ ସତ୍କାର ନହୋଇ ପଡ଼ିରହିଛି

କୁଜଙ୍ଗ: କୁଜଙ୍ଗ ବ୍ଲକ ବିଶ୍ୱାଳି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି।...

ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦,କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର: ଆସନ୍ତା ୯ ତାରିଖରେ ବାରବାଟୀ ଷ୍ଟାଡିୟମ, କଟକ ଠାରେ ଭାରତ-ଦକ୍ଷିଣ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ଫୁଲବାଣୀ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି...

୨ ଶିଶୁ ସହ ୧୫ ଦାଦନ ଶ୍ରମିକ ଉଦ୍ଧାର, ଫେରାର ସର୍ଦ୍ଦାର ଗିରଫ

କଣ୍ଟାବାଞ୍ଜି: ତୁରକେଲା ଥାନା ପୁଲିସ ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ଗୁରୁବାର...

Related Articles

Popular Categories