www.samajalive.in
Sunday, December 7, 2025
26.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ବର୍ଷା ପାଇଁ ୨୦ ଜିଲାକୁ ସତର୍କ ସୂଚନା ଜାରି..

ପ୍ରବଳ ବର୍ଷା ପାଇଁ ୧୬ ଜିଲାକୁ ୟେଲୋ ଓ ୪ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି..

- Advertisement -

ମିଛ ସାକ୍ଷୀ ଦେଇ ଚାକିରିରୁ ବିଦା ହେଲେ ସହକାରୀ ଯନ୍ତ୍ରୀ ଉପେନ୍ଦ୍ର ଭଞ୍ଜ ନାଏକ ..

ବିଚାର ସମୟରେ ଦେଇଥିଲେ ମିଛ ସାକ୍ଷୀ..

କାର୍ଯ୍ୟାନୁଷ୍ଠାନ ପାଇଁ ସରକାରଙ୍କୁ ଚିଠି ଲେଖିଥିଲେ ଭିଜିଲାନ୍ସ..

ଜେଇ ପ୍ରଶ୍ନପ୍ରତ୍ର ଡିଲ ମାମଲା..

୫୫ ପରୀକ୍ଷାର୍ଥୀଙ୍କୁ କାରଣ ଦର୍ଶାଅ ନୋଟିସ ଦେଲା ଓଏସ୍‌ଏସ୍‌ସି ..

ଓଏସ୍‌ଏସ୍‌ସି ପରୀକ୍ଷାରୁ ଜୀବନବ୍ୟାପି ବାରଣ ନେଇ ନୋଟିସ ଜାରି କରାଯାଇଥିବା ସୂଚନା..

ବ୍ୟାଙ୍କ ଋଣ ଠକେଇ ମାମଲା ..

ସେଣ୍ଟ୍ରାଲ ବ୍ୟାଙ୍କ ଅଫ୍ ଇଣ୍ଡିଆର ପୂର୍ବତନ ବ୍ରାଞ୍ଚ ମ୍ୟାନେଜର ସ୍ବୟମ୍ ପ୍ରକାଶ ପରିଡା ଗିରଫ..

ଭୁବନେଶ୍ବର ଶିଶୁପାଳଗଡ଼ରେ ଅଘଟଣ : ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୨ ମୃତ..

ଏକ ଜନସ୍ବାର୍ଥ ମାମଲାର ଶୁଣାଣି ..

ଭିଡ଼ ହିଂସାର ଶିକାର ହୋଇଥିବା ମୃତକଙ୍କ ପରିବାରକୁ କ୍ଷତିପୂରଣ ପ୍ରଦାନ କରାଯିବା ପ୍ରସଙ୍ଗ..

କେନ୍ଦ୍ର ଓ ୬ ରାଜ୍ୟକୁ ନୋଟିସ୍ ଜାରି କରିଛନ୍ତି ସୁପ୍ରିମକୋର୍ଟ..

ତାମିଲନାଡୁ କ୍ରିଷ୍ଣାଗିରୀର ଏକ ବାଣ ଫ୍ୟାକ୍ଟ୍ରିରେ ଭୟଙ୍କର ବିସ୍ଫୋରଣ .. ୮ ଜଣଙ୍କ ମୃତ୍ୟୁ ..

ସମୁଦ୍ରରେ ଗାଧୋଇବା ବେଳେ ପର୍ଯ୍ୟଟକ ନିଖୋଜ..

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories