www.samajalive.in
Sunday, December 7, 2025
13.1 C
Bhubaneswar

ଦିନ ୪ଟା ମୁଖ୍ୟ ଖବର

ବଡ଼ ଖବର :

# ଜିଏସଟି ପରିଷଦର ଗୁରୁତ୍ୱପୂର୍ଣ୍ଣ ବୈଠକ , ବ୍ୟାଟେରୀ ଚାଳିତ କାର ଏବଂ ସ୍କୁଟର ଉପରେରେ ଜିଏସଟି ହ୍ରାସ କରିବା ପାଇଁ ନିଷ୍ପତ୍ତି । ବିଦ୍ୟୁତ୍ ଚାଳିତ ଯାନ ଉପରେ ଥିବା ଜିଏସଟିକୁ ୧୨ ପ୍ରତିଶତରୁ ହ୍ରାସ କରାଯାଇ ୫ ପ୍ରତିଶତ କରାଯାଇଛି ।
# ଜାମ୍ମୁ-କାଶ୍ମୀରର ସୋପିଆନ୍ ଅଞ୍ଚଳର ବୋନା ବଜାରରେ ଆଜି ସୁରକ୍ଷା ବଳ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟରେ ୨ ଜଣ ଆତଙ୍କବାଦୀ ନିହତ।
# କାଳିଆ ଯୋଜନାରେ ସରକାର ବର୍ତ୍ତମାନ ସୁଦ୍ଧା ରାଜ୍ୟର ୫୧ଲକ୍ଷ ୫ ହଜାର ୨୯୦ ଜଣ ହିତାଧିକାରୀଙ୍କୁ ସହାୟତା ରାଶି ପ୍ରଦାନ କରିଛନ୍ତି।
# ସାରଥି ବାବା ଓରଫ ସନ୍ତୋଷ ରାଉଳଙ୍କ କେନ୍ଦ୍ରାପଡ଼ାସ୍ଥିତ ବାରିମୂଳ ଆଶ୍ରମରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ନୋଟିସ ଲଗାଇଛି।

ଆଞ୍ଚଳିକ :

# କାଳିଆ ଯୋଜନାରେ ସରକାର ବର୍ତ୍ତମାନ ସୁଦ୍ଧା ରାଜ୍ୟର ୫୧ଲକ୍ଷ ୫ ହଜାର ୨୯୦ ଜଣ ହିତାଧିକାରୀଙ୍କୁ ସହାୟତା ରାଶି ପ୍ରଦାନ କରିଛନ୍ତି। ଏମାନଙ୍କ ମଧ୍ୟରୁ ୩୬ ଲକ୍ଷ ୩୪ ହଜାର ୭୧୦ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଏବଂ ୧୪ ଲକ୍ଷ ୭୦ ହଜାର ୫୮୦ ଜଣ ଭୂମିହୀନ ଚାଷୀ ପରିବାର ଅଛନ୍ତି।
# ରାଜ୍ୟରେ ବର୍ତ୍ତମାନ ୬୩୯୦ ଭିକାରୀଙ୍କୁ ଚିହ୍ନଟ କରାଯାଇଥିବା ବେଳେ ସେମାନଙ୍କ ମଧ୍ୟରେ କଟକରେ ସର୍ବାଧିକ ୧୦୬୦ ଜଣ ଭିକାରୀ ଅଛନ୍ତି  ବୋଲି ସମାଜିକ ନ୍ୟାୟ ଓ ଭିନ୍ନକ୍ଷମ ସଶକ୍ତି କରଣ ମନ୍ତ୍ରୀ ବିଧାନସଭାରେ ସୂଚନା ଦେଇଛନ୍ତି।
# ସାରଥି ବାବା ଓରଫ ସନ୍ତୋଷ ରାଉଳଙ୍କ କେନ୍ଦ୍ରାପଡ଼ାସ୍ଥିତ ବାରିମୂଳ ଆଶ୍ରମରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ନୋଟିସ ଲଗାଇଛି ଏବଂ ଏହା ସହ ସାରଥିଙ୍କ ଗତିବିଧି ଉପରେ ମଧ୍ୟ କ୍ରାଇମବ୍ରାଞ୍ଚ ନଜର ରଖିଛି।
# ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଇଡକୋ ଛକ ଢାବାରୁ ଜଣେ ନାବାଳକର ମୃତଦେହ ଉଦ୍ଧାର ଘଟଣାରେ ବାଲିଆପାଳ ଆଇଆଇସି ପ୍ରଭୁକଲ୍ୟାଣ ଆଚାର୍ଯ୍ୟଙ୍କୁ ବଦଳି କରାଯାଇଛି । ତାଙ୍କ ସ୍ଥାନରେ ରେମୁଣା ଆଇଆଇସି ରଂଜିତ ସାହୁଙ୍କୁ ଦାୟିତ୍ୱ ଦିଆଯାଇଛି।

- Advertisement -

ଜାତୀୟ :

# ଜିଏସଟି ପରିଷଦର ଗୁରୁତ୍ୱପୂର୍ଣ୍ଣ ବୈଠକ , ବ୍ୟାଟେରୀ ଚାଳିତ କାର ଏବଂ ସ୍କୁଟର ଉପରେରେ ଜିଏସଟି ହ୍ରାସ କରିବା ପାଇଁ ନିଷ୍ପତ୍ତି। ବିଦ୍ୟୁତ୍ ଚାଳିତ ଯାନ ଉପରେ ଥିବା ଜିଏସଟିକୁ ୧୨ ପ୍ରତିଶତରୁ ହ୍ରାସ କରାଯାଇ ୫ ପ୍ରତିଶତ କରାଯାଇଛି ।

# ଜାମ୍ମୁ-କାଶ୍ମୀରର ସୋପିଆନ୍ ଅଞ୍ଚଳର ବୋନା ବଜାରରେ ଆଜି ସୁରକ୍ଷା ବଳ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟରେ ୨ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ମୃତ ୨ ଜଣଙ୍କ ମଧ୍ୟରୁ ମୁଲ୍ଲା ଲାହୋରି ଆତଙ୍କବାଦୀ ସଂଗଠନ ଜୈଶ-ଏ-ମହମ୍ମଦର ସଦସ୍ୟ ବୋଲି ଜଣାପଡ଼ିଛି।
# ବିଜେପି ନେତା ବିଏସ୍ ୟେଦ୍ୟୁରପ୍ପା ଚତୁର୍ଥ ଥର ପାଇଁ କର୍ଣ୍ଣାଟକାର ମୁଖ୍ୟମନ୍ତ୍ରୀ ପଦ ଗ୍ରହଣ କରିବା ପରେ ରାଜ୍ୟର ସମସ୍ତ ବୁଣାକାରଙ୍କ ଋଣ ଛାଡ଼ କରିଥିବା ବେଳେ ଚାଷୀଙ୍କୁ ଅତିରିକ୍ତ ଆର୍ଥିକ ସହାୟତା ଦେବେ ବୋଲି ଘୋଷଣା କରିଛନ୍ତି।

ଆନ୍ତର୍ଜାତୀୟ :

# ବ୍ରାଜିଲର ସାଓ ପୋଲ  ଆନ୍ତର୍ଜାତୀୟ ବିମାନବନ୍ଦରରେ ୮ଜଣ ବନ୍ଧୁକଧାରୀ ତିନି ମିନିଟରେ ୩୦ମିଲିୟନ ଡଲାରର ମୂଲ୍ୟର ସୁନା ଲୁଟି ନେଇଛନ୍ତି । ଏହାକୁ ବ୍ରାଜିଲ ଇତିହାସର ଦ୍ୱିତୀୟ ବୃହତ ଡକାୟତି ବୋଲି କୁହାଯାଉଛି ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories