www.samajalive.in
Monday, December 8, 2025
14.1 C
Bhubaneswar

ଜାମ୍ମୁରୁ ୪ ଆତଙ୍କବାଦୀ ଗିରଫ, ଏକେ-୫୬ ଜବତ

ଜାମ୍ମୁ: ଜାମ୍ମୁ-କାଶ୍ମୀରରୁ ଗୁରୁବାର ୪ ଆତଙ୍କବାଦୀ ଗିରଫ ହୋଇଛନ୍ତି। ସେନା ପକ୍ଷରୁ ଅବନ୍ତୀପୋରା ଜିଲାରେ ସର୍ଚ୍ଚ ଅପରେଶନ ଜାରି ରହିଥିବାବେଳେ ଏହି ଆତଙ୍କବାଦୀମାନେ ଧରାପଡ଼ିଛନ୍ତି। ସମସ୍ତ ଆତଙ୍କବାଦୀ ଅଲ-ବଦର ସଂଗଠନର ବୋଲି ଜଣାପଡ଼ିଛି। ଗିରଫଦାରି ପରେ ସମ୍ପୂର୍ଣ୍ଣ ଅଞ୍ଚଳକୁ ସିଲ୍‌ କରି ସର୍ଚ୍ଚ ଅପରେଶନକୁ ଅଧିକ କଡ଼ାକଡ଼ି କରାଯାଇଛି।

ସର୍ଚ୍ଚ ଅପରେଶନ ସମୟରେ ଏକ ଜାଗାରେ ଲୁଚାଇ ରଖାଯାଇଥିବା ଅସ୍ତ୍ରଶସ୍ତ୍ର ଏବଂ ଗୋଳାବାରୁଦକୁ ସେନା ପକ୍ଷରୁ ଜବତ କରାଯାଇଛି। ମିଳିଥିବା ସୂଚନା ଅନୁସାରେ, ଜବଦ ଅସ୍ତ୍ରଶସ୍ତ୍ର ମଧ୍ୟରେ ଗୋଟିଏ ଏକେ-୫୬ ରାଇଫଲ, ଏକେ-୫୬ ମାଗାଜିନ, ଏକ ହ୍ୟାଣ୍ଡ ଗ୍ରେନେଡ୍‌ ଏବଂ ୨୮ ରାଉଣ୍ଡ ଗୁଳି ରହିଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories