www.samajalive.in
Tuesday, December 9, 2025
26.1 C
Bhubaneswar

ଭୁବନେଶ୍ଵରରେ ଜଳିଗଲା ୪ ଗାଡ଼ି

ସମାଜ ଡିଜିଟାଲ ଡେସ୍କ: ରାଜଧାନୀ ଭୁବନେଶ୍ଵରରେ ଶନିବାର ବିଳମ୍ବିତ ରାତିରେ ଏକ ଅଘଟଣ ଘଟିଛି। ଘର ପାର୍କିଂରେ ଅଗ୍ନିକାଣ୍ଡ ଘଟି ୪ଟି ଗାଡ଼ି ପୋଡ଼ିଯାଇଛି। ଚନ୍ଦକା ଥାନା ଅନ୍ତର୍ଗତ ଗୋଠପାଟଣା ଅଞ୍ଚଳରେ ଏହି ଘଟଣା ଘଟିଛି। ଅଞ୍ଚଳର ଜଣେ ବ୍ୟକ୍ତିଙ୍କ ଘର ପାର୍କିଂରେ ରହିଥିବା ୩ଟି ବାଇକ ଏବଂ ଗୋଟିଏ ସ୍କୁଟିରେ ନିଆଁ ଲାଗି ପୋଡ଼ିଯାଇଥିବା ଦେଖିବାକୁ ମିଳିଛି। ଏହି ଅଗ୍ନିକାଣ୍ଡ କିପରି ଘଟିଲା ତାହା ଜଣାପଡ଼ିନାହିଁ।

Hot this week

ଅଟୋକୁ ଧକ୍କା ଦେଇ ବାଇକ ଚାଳକ ମୃତ

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଲକ୍ଷ୍ମୀପୁର ଗାଁରେ ଅଟୋ କୁ...

ବିଧାୟକଙ୍କ ଦରମା ବୃଦ୍ଧି: ଭତ୍ତା ସହ ପାଇବେ ୩.୨୬ ଲକ୍ଷ

ସମାଜଲାଇଭ ଡେସ୍କ: ବିଧାନସଭା ବାଚସ୍ପତି, ଉପବାଚସ୍ପତି, ମନ୍ତ୍ରୀ ଓ ସଦସ୍ୟମାନଙ୍କ ଦରମା,...

ଖୋଲିଲା ଦର୍ଶକ ଗ୍ୟାଲେରୀ ଗେଟ୍

କଟକ: ଆଉ ମାତ୍ର କିଛି ଘଣ୍ଟାର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ବଢ଼ିବନି ପାଚିକାଙ୍କ ଦରମା

ସମାଜଲାଇଭ ଡେସ୍କ: ପାଚିକାମାନଙ୍କ ଦରମା ଆଉ ବୃଦ୍ଧି କରାଯିବ ନାହିଁ। ବୁଧବାର...

ବାଚସ୍ପତି ଓ ଉପବାଚସ୍ପତିଙ୍କ ଦରମା ବଢ଼ିଲା: ଭତ୍ତା ସହ ପାଇ​‌ବେ ୪.୨୮ ଲକ୍ଷ

ସମାଜଲାଇଭ ଡେସ୍କ: ବିଧାନସଭାର ବାଚସ୍ପତି, ଉପବାଚସ୍ପତି ଏବଂ ବିଧାୟକମାନଙ୍କ ଦରମା ବୃଦ୍ଧି...

Related Articles

Popular Categories