www.samajalive.in
Saturday, December 6, 2025
26.1 C
Bhubaneswar

୨ୟ ତରଙ୍ଗରେ ୪୨୦ ଡାକ୍ତରଙ୍କ ମୃତ୍ୟୁ ହୋଇଛି

କରୋନା ମହାମାରୀର ୨ୟ ତରଙ୍ଗ ଅତି ଭୟଙ୍କର ରୂପ ନେଇଛି। ଦେଶରେ ଦୈନିକ ସଂକ୍ରମଣ ୪ ଲକ୍ଷରୁ ହ୍ରାସ ପାଇ ଏବେ ୨ ଲକ୍ଷ ୬୦ ହଜାରକୁ ଖସିଆସିଥିବାବେଳେ ମୃତ୍ୟୁ ସଂଖ୍ୟା କମୁନାହିଁ। ଏବେ ବି ପ୍ରତିଦିନ ୪ ହଜାରରୁ ଅଧିକ ଲୋକ ପ୍ରାଣ ହରାଉଛନ୍ତି। ତେବେ ଏହି ସମୟରେ କରୋନା ବିରୋଧୀ ଲଢ଼େଇରେ ଆଗଧାଡ଼ିର ଯୋଦ୍ଧା ଭାବେ ପରିଚିତ ଅନେକ ଡାକ୍ତରଙ୍କ ମୃତ୍ୟୁ ଘଟିଛି। ୨ୟ ତରଙ୍ଗରେ ୪୨୦ ଡାକ୍ତରଙ୍କ ପ୍ରାଣହାନୀ ଘଟିଥିବା ଭାରତୀୟ ଚିକିତ୍ସା ସଂଘ (ଆଇଏମଏ) ପକ୍ଷରୁ କୁହାଯାଇଛି।

ସୂଚନାଯୋଗ୍ୟ, କରୋନା ମହାମାରୀ ଯୋଗୁ ସାରା ଦେଶରେ ଆତଙ୍କ ଏବଂ ଭୟର ବାତାବରଣ ସୃଷ୍ଟି ହୋଇଛି। ତେବେ କରୋନା ବିରୋଧୀ ଲଢ଼େଇ ପାଇଁ ସରକାର ଟିକାକରଣକୁ ଗୁରୁତ୍ଵ ଦେଉଥିଲାବେଳେ ଦେଶରେ ଟିକାର ଅଭାବ ଗୁରୁତର ସମସ୍ୟା ସୃଷ୍ଟି କରିଛି।

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories