www.samajalive.in
Saturday, December 6, 2025
23.1 C
Bhubaneswar

ଦେଶରେ ଦିନକରେ ଚିହ୍ନଟ ହେଲେ ୪୫,୮୯୨ କୋଭିଡ ଆକ୍ରାନ୍ତ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୫,୮୯୨ ଜଣ ନୂଆ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିଭଳି ୨୪ ଘଣ୍ଟାରେ ୪୪,୨୯୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିସହିତ ଦେଶରେ ସଂପ୍ରତି ମୋଟ କରୋନା ଆକ୍ରାନ୍ତ ସକ୍ରିୟ ରୋଗୀଙ୍କ ସଂଖ୍ୟା ୪,୬୦,୭୦୪କୁ ବୃଦ୍ଧିପାଇଛି। ସକ୍ରିୟ ରୋଗୀଙ୍କ ସଂଖ୍ୟା ମୋଟ ସଂକ୍ରମିତଙ୍କ ସଂଖ୍ୟାର ୧.୫% ରହିଥିବା ଜଣାଯାଇଛି। ସୁସ୍ଥ ହେବା ହାର ୯୭.୧୮% ରହିଛି। ଦେଶରେ ଏପର୍ଯ୍ୟଂନ୍ତ ୨,୯୮,୪୩,୮୨୫ ଜଣ କରୋନାରୁ ଆରୋଗ୍ୟ ଲାଭ କରିସାରିଛନ୍ତି। ଦେଶରେ ଦୈନିକ ସଂକ୍ରମଣ ହାର ୨.୪୨% ହୋଇଛି। ଏପର୍ଯ୍ୟନ୍ତ ମୋଟ ୪୨.୫୨ କୋଟି ନମୁନା ପରୀକ୍ଷା କରାଯାଇସାରିଲାଣି। ଅନୁରୂପ ଭାବରେ ଦେଶରେ ଗତକାଲି ସୁଦ୍ଧା ୩୬.୪୮ କୋଟି ପାନ ଟିକାକରଣ କରାଯାଇସାରିଛି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories