www.samajalive.in
Sunday, December 7, 2025
16.1 C
Bhubaneswar

ରାଜ୍ୟରେ ୪୬୭ ନୂଆ ଆକ୍ରାନ୍ତ ଚିହ୍ନଟ, ୩ ମୃତ

ଭୁବନେଶ୍ୱର: ରାଜ୍ୟରେ ଦିନକ ମଧ୍ୟରେ ୪୬୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିସହିତ ଦିନକରେ ୩ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ସଂଗରୋଧରୁ ୨୭୨ ଓ ସ୍ଥାନୀୟ ସଂକ୍ରମିତ ୧୯୫ ଜଣ ରହିଛନ୍ତି । ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବୟସର ୮୬ ଜଣ ରହିଥିବା ଜଣାଯାଇଛି । ଅନୁଗୁଳ ଜିଲାରୁ ୪, ବାଲେଶ୍ୱର ୧୬, ବରଗଡ ୧, ଭଦ୍ରକ ୬, ବଲାଙ୍ଗିର ୧, ବଉଦ ୫ ଓ କଟକରୁ ୩୬ ଜଣ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରେ ୨, ଜଗତସିଂହପୁର ୧୩, ଝାରସୁଗୁଡା ୨, କେନ୍ଦ୍ରାପଡା ୯, କେନ୍ଦୁଝର ୨, ଖୋର୍ଦ୍ଧାରୁ ୨୪୩ ଚିହ୍ନଟ ହୋଇଛନ୍ତି । ନବରଙ୍ଗପୁର ଜିଲାରେ ୧, ନୟାଗଡ ୬, ପୁରୀ ୫, ରାୟଗଡା ୧୩, ସମ୍ବଲପୁର ୧୪, ସୋନପୁର ୧, ସୁନ୍ଦରଗଡ ୮ ଓ ଷ୍ଟେଟପୁଲରୁ ୫୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦିନକ ମଧ୍ୟରେ ୫୭୩ ଜଣ ସୁସ୍ଥ ହୋଇଛନ୍ତି । ସଂପ୍ରତି ରାଜ୍ୟରେ ୪୭୪୭ ଜଣ ସକ୍ରିୟ କରୋନା ସଂକ୍ରମିତ ରହିଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ଖୋର୍ଦ୍ଧା, କଟକ ଓ ଜଗତସିଂହପୁର ଜିଲାରେ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories