www.samajalive.in
Monday, December 8, 2025
20.1 C
Bhubaneswar

ରାଜ୍ୟରେ ୪୬୭ ନୂଆ କରୋନା ସଂକ୍ରମିତ

ଭୁବନେଶ୍ବର :  ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି। ଗୋଟିଏ ଦିନରେ ଆଉ ୪୬୭ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧରୁ ୨୭୧, ସ୍ଥାନୀୟ ଅଞ୍ଚଳରୁ ୧୯୬ ଓ  ୧୮ ବର୍ଷ ବୟସ ମଧ୍ୟରେ ୬୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ କୋଭିଡ ସଙ୍କ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୩୪ ହଜାର ୨୭୬କୁ ବୃଦ୍ଧି ପାଇଛି।

ନୂଆ ଚିହ୍ନଟଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୨୨୧, କଟକରୁ ୬୭, କେନ୍ଦ୍ରାପଡାରୁ ୧୭, ପୁରୀରୁ ୧୬, ଗଞ୍ଜାମରୁ ୧୦ ମୟୁରଭଞ୍ଜ ଓ ଯାଜପୁରରୁ  ୯ ଜଣ ଲେଖାଏଁ ଅଛନ୍ତି। ସେହିପରି  ସୁନ୍ଦରଗଡରୁ ୮, ଜଗତସିଂହପୁରରୁ ୭, ଢେଙ୍କାନାଳରୁ ୬ ବାଲେଶ୍ୱର, ବରଗଡ , ଅନୁଗୋଳ ଓ ନବରଙ୍ଗପୁରରୁ ୫ ଜଣ ଲେଖାଏଁ  ଏବଂ ଷ୍ଟେଟପୁଲରୁ ୫୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସମ୍ବଲପୁରରୁୁ ୪, ନୟାଗଡ, କୋରାପୁଟ ରାୟଗଡା ଓ ଭଦ୍ରକରୁ ୩ ଜଣ ଲେଖାଏଁ, କେନ୍ଦୁଝର ଓ ସୁବର୍ଣ୍ଣପୁରରୁ  ୨ ଜଣ ଲେଖାଏଁ ଏବଂ ବଲାଙ୍ଗୀର, ଦେବଗଡ, ଝାରସୁଗୁଡା, କଳାହାଣ୍ଡି ଓ କନ୍ଧମାଳରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

- Advertisement -

ରାଜ୍ୟରେ କରୋନାରୁ ୧୦ ଲକ୍ଷ ୨୦ ହଜାର ୬୪୫ ସୁସ୍ଥ ହୋଇଥିବା ବେଳେ ୫୨୯୯ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Hot this week

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

Related Articles

Popular Categories