ଭୁବନେଶ୍ୱର: ରାଜ୍ୟରେ ସମୁଦ୍ର ବୁଡ଼ି ଘଟଣାରେ ଉଦବେଗଜନକ ତଥ୍ୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବିଧାୟକ ଓମ୍ ପ୍ରକାଶ ମିଶ୍ରଙ୍କ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ଯେ ରାଜ୍ୟରେ ୫ ବର୍ଷ ମଧ୍ୟରେ ସମୁଦ୍ରରେ ବୁଡ଼ି ୪୭ଜଣଙ୍କ ମୃତ୍ୟୁ ହୋଇଛି।
Popular Categories

Hot this week

‘The Samaja’, the synonym of newspapers in Odisha – a mass circulated and widely read Odia daily has completed ‘Hundred Five‘ years of its glorious publication. Founded in 1919 by a great visionary, nationalist and freedom fighter, Utkalamani Pandit Gopabandhu Das.. Read More
Get important news delivered directly to your inbox and stay connected!