www.samajalive.in
Thursday, December 11, 2025
14.1 C
Bhubaneswar

୪୯୬ଟି ପଦ ଟିଜିଟି ଓଡ଼ିଆ ପାଇଁ ଉଦ୍ଦିଷ୍ଟ

ଭୁବନେଶ୍ବର:ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ଥିବା ୧୯୮୪ ଟିଜିଟି (କଳା) ପଦ ମଧ୍ୟରୁ ୪୯୬ଟି ପଦ କେବଳ ଟିଜିଟି (ଓଡ଼ିଆ) ପାଇଁ ଉଦ୍ଦିଷ୍ଟ। ଏନେଇ ଗୁରୁବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଟିଜିଟି(କଳା) ସହ ସମାନ ବେତନ ହାରରେ ଏହି ପଦ ପାଇଁ ବେତନ ସ୍ଥିରୀକୃତ କରାଯାଇଛି। ଟିଜିଟି (ଓଡ଼ିଆ) ପଦ ଟିଜିଟି (କଳା)ର ଏକ ଉପ-ବର୍ଗ ରହିଛି ବୋଲି ବିଜ୍ଞପ୍ତିରେ କୁହାଯାଇଛି।

Hot this week

ରାଉରକେଲା ସବୁଠୁ ଥଣ୍ଡା ସହର

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହିତ ହେଉଛି।...

ସମ୍ପାଦକୀୟ : ବିଯୋଗ ଅଧିକାର

ଶାନ୍ତି ଛଡ଼ାଇ ନ ନେଉ କର୍ପୋରେଟ ଜଗତ ଭାରତୀୟ ସଂସଦରେ ଏକ ଗୁରୁତ୍ୱପୂର୍ଣ୍ଣ...

ସମ୍ପାଦକୀୟ : ମାଲକାନଗିରି ହିଂସା

ଭୂମିପୁତ୍ରଙ୍କ ଦୁଃଖ ଦୂରହେଉ ମାଲକାନଗିରି ଜିଲାର ଏମ୍‌ଭି -୨୬ ଗାଁରେ ଘଟିଥିବା ହିଂସାକାଣ୍ଡ...

ଆଜିର : ରାଶିଫଳ,ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ

ମେଷ : କୁତ୍ସିତ ସଙ୍ଗ ପରିତ୍ୟାଗ କରି ସତ୍‌ସଙ୍ଗୀ ହେବାକୁ ଉଦ୍ୟମ...

ବହୁତ ଶସ୍ତାରେ ବୁଲନ୍ତୁ ୪ଟି ସୁନ୍ଦର ସ୍ଥାନ; ମାତ୍ର ୨୦ହଜାରରେ ୪ଦିନ ବୁଲି ଆସନ୍ତୁ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷରେ କୁଆଡେ ବୁଲିବାକୁ ଯୋଜନା କରୁଛନ୍ତି...

Related Articles

Popular Categories