www.samajalive.in
Sunday, December 14, 2025
23.1 C
Bhubaneswar

ଅପରାହ୍ନ ୪ଟା ମୁଖ୍ୟ ଖବର

ପେପରଲେସ୍ ହେବ ବିଧାନସଭା.. ଆଉ ପେପର୍ ନୁହେଁ ଟ୍ୟାବ୍‌ରେ ପଢିବେ ବିଧାୟକ..

ରାଜ୍ୟର କନିଷ୍ଠ ଶିକ୍ଷକ(ସ୍କେମାଟିକ)ଙ୍କ ଦରମା ବଢିଲା.. ୧୧ ହଜାରରୁ ୧୬ ହଜାର ହେଲା ଦରମା..

- Advertisement -

ଆପାର୍ଟମେଣ୍ଟ ପଞ୍ଜିକରଣ ସମ୍ପର୍କିତ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ରହିତାଦେଶ.. ଗୃହ ଓ ନଗର ନିର୍ମାଣ ବିଭାଗ ଦ୍ବାରା ଅଣାଯାଇଥିବା ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ପକ୍ଷରୁ ରହିତାଦେଶ ଜାରି ହୋଇଛି.. ଗତ ଫେବୃଆରୀ ପହିଲାରେ ବିଭାଗ ପକ୍ଷରୁ ଜାରି କରାଯାଇଥିଲା ଏହି ବିଜ୍ଞପ୍ତି..

ଅଯୋଧ୍ୟା ଶ୍ରୀରାମ ଜନ୍ମଭୂମି ମନ୍ଦିରର ମୁଖ୍ୟ ପୂଜକ ଆଚାର୍ଯ୍ୟ ସତ୍ୟେନ୍ଦ୍ର ଦାସଙ୍କ ପରଲୋକ..

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଲେ ବଲିଉଡ଼ ଅଭିନେତା ଅର୍ଜୁନ କପୁର ଓ ତାଙ୍କ ପିତା ତଥା ପ୍ରଯୋଜକ ବୋନୀ କପୁର.. ଆସନ୍ତା ୧୬ରେ କଟକ ବାରବାଟୀ ଷ୍ଟାଡିୟମରେ ହେବାକୁ ଥିବା ସେଲିବ୍ରିଟି କ୍ରିକେଟ ଲିଗ୍ ନେଇ ମୁଖ୍ୟମନ୍ତ୍ରୀ ଓ କ୍ରୀଡ଼ାମନ୍ତ୍ରୀଙ୍କୁ ଭେଟି ନିମନ୍ତ୍ରଣ କଲେ ଅର୍ଜୁନ ଓ ବୋନୀ କପୁର..

କଡ଼ା ସୁରକ୍ଷା ମଧ୍ୟରେ ପରୀକ୍ଷା ହବ୍‌କୁ ପଠାଗଲା ଯୁକ୍ତ ଦୁଇ ପ୍ରଶ୍ନପତ୍ର.. ରାଜ୍ୟର ୨୦୫ଟି ପରୀକ୍ଷା ହବ୍‌ରେ ଯୁକ୍ତ ଦୁଇ ପ୍ରଶ୍ନପତ୍ର ରଖାଯିବ.. ପରୀକ୍ଷା ଦିନ ପ୍ରଶ୍ନପତ୍ରଗୁଡ଼ିକୁ ହବ୍‌ରୁ ପରୀକ୍ଷା କେନ୍ଦ୍ରକୁ ନିଆଯିବ.. ଫେବୃଆରୀ ୧୮ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୭ରେ ଶେଷ ହେବ ଯୁକ୍ତ ଦୁଇ ଥିଓରୀ ପରୀକ୍ଷା..

 

Hot this week

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

Related Articles

Popular Categories