www.samajalive.in
Sunday, December 7, 2025
26.1 C
Bhubaneswar

ଅପରାହ୍ନ ୪ଟା ମୁଖ୍ୟ ଖବର

ଲୋକସଭାରେ ନୂଆ ଆୟକର ବିଧେୟକ ଉପସ୍ଥାପିତ.. ମାର୍ଚ୍ଚ ୧୦ ଯାଏଁ ଲୋକସଭା ମୁଲତବୀ..

ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେମୁଣା ତହସିଲଦାର ବିଦ୍ୟାଧର ପତିଙ୍କୁ ଗିରଫ କଲା ଭିଜିଲାନ୍ସ..

- Advertisement -

ଆଇପିଏଲ ୨୦୨୫ ପାଇଁ ଅଧିନାୟକ ଘୋଷଣା କଲା ଆରସିବି.. ରଜତ ପାଟିଦାର ଦଳର ନୂଆ ଅଧିନାୟକ..

ଗୁଗଲ୍ ସର୍ଚ୍ଚ କରି ଚୋରି କରିଥିଲା ଅଭିଯୁକ୍ତ.. ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଚୋରି ଘଟଣାର ପର୍ଦ୍ଦାଫାସ କଲା କମିଶନରେଟ୍ ପୁଲିସ୍.. ବିଜୟଓ୍ବାଡାରୁ ଅଭିଯୁକ୍ତ ସ୍ପାଇଡର୍ ସତୀ ଗିରଫ.. ଚୋରି ହୋଇଥିବା ବିପୁଳ ହୀରା ଅଳଙ୍କାର ଜବତ..

ବିଧାନସଭାରେ ପ୍ରବେଶ ସମୟରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ଏବଂ ବିଧାୟକ ସନାତନ ମହାକୁଡ଼ ମୁହାଁମୁହିଁ.. ବୈଠକକୁ କାହିଁକି ଆସୁନ, ବିଜେପିକୁ ଯାଉଛ କି ବୋଲି ପ୍ରଶ୍ନ କଲେ ନବୀନ.. ନବୀନଙ୍କ ତାଗିଦ ପରେ ସନାତନ କହିଲେ-ମୁଁ ବିଜେଡି ସହିତ ଅଛି, ରହିବି..

ବାବୁଶାନଙ୍କ ସହ ଭିଡିଓ କଲ୍‌ରେ କଥାହେଲେ ନବୀନ.. ଉତ୍ତମ ମହାନ୍ତିଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ..

ଶୁକ୍ରବାର ପୂର୍ବାହ୍ନ ସାଢ଼େ ୧୦ଟା ଯାଏ ବିଧାନସଭା ମୁଲତବୀ.. ଶୋକ ପ୍ରସ୍ତାବ ଆଗତ ପରେ ଗୃହକୁ ମୁଲତବୀ ଘୋଷଣା କଲେ ବାଚସ୍ପତି.. ଆଜି ଥିଲା ବଜେଟ ଅଧିବେଶନର ପ୍ରଥମ ଦିନ.. ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତିଙ୍କ ଅଭିଭାଷଣ ସହ ଆରମ୍ଭ ହୋଇଥିଲା ବଜେଟ୍‌ ଅଧିବେଶନ..

 

Hot this week

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

Related Articles

Popular Categories