www.samajalive.in
Saturday, December 13, 2025
23.1 C
Bhubaneswar

ଅପରାହ୍ନ ୪ଟା ମୁଖ୍ୟ ଖବର

କଟକରେ ମହିଳାଙ୍କୁ ଗଳାକାଟି ହତ୍ୟା.. ପୋତାପୋଖରୀ ଗାନ୍ଧିପଲ୍ଲୀ ଅଞ୍ଚଳରେ ଘର ଭିତରୁ ମହିଳାଙ୍କ ରକ୍ତ ଜୁଡ଼ୁବୁଡ଼ ମୃତଦେହ ଉଦ୍ଧାର.. ପଡ଼ୋଶୀ ହତ୍ୟା କରି ଫେରାର ହୋଇଯାଇଥିବା ସନ୍ଦେହ..

ୟୁକ୍ରେନର ଆଣବିକ ଶକ୍ତି କେନ୍ଦ୍ର ଉପରେ ଡ୍ରୋନ୍‌ ଆକ୍ରମଣ.. ରୁଷ୍‌ର ଡ୍ରୋନ ଚେର୍ନୋବିଲର ଅଚଳ ପରମାଣୁ ଶକ୍ତି କେନ୍ଦ୍ର ଉପରେ ଆକ୍ରମଣ କରି ବିଶ୍ୱ ପରମାଣୁ ନିରାପତ୍ତା ପ୍ରତି ବିପଦ ସୃଷ୍ଟି କରିଥିବା କହିଲେ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଦିମିର ଜେଲେନ୍‌ସ୍କି..

- Advertisement -

୧୯ରୁ ୨୧ ରାଜ୍ୟରେ ବର୍ଷା ସମ୍ଭାବନା.. ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ.. ୯ ଜିଲା- ଜଗତସିଂହପୁର କେନ୍ଦ୍ରପଡା, ଭଦ୍ରକ, ବାଲେଶ୍ବର, ଯାଜପୁର, କଟକ, ଢେଙ୍କାନାଳ, କେନ୍ଦୁଝର ଏବଂ ମୟୂରଭଞ୍ଜରେ ବର୍ଷା ସମ୍ଭାବନା..

ଛାତ୍ରଙ୍କଠାରୁ ଲାଞ୍ଚ ନେଇ ଗିରଫ ହେଲେ ଦେବଗଡ଼ ମହାବିଦ୍ୟାଳୟର କନିଷ୍ଠ କିରାଣି ମଞ୍ଜୁଳା ପ୍ରଧାନ.. ସାର୍ଟିଫିକେଟ ଦେବା ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଦେବଗଡ଼ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଥିଲା..

ଏକାଧିକ ମାମଲା ନେଇ ସୁପ୍ରିମ୍‌କୋର୍ଟଙ୍କ ଦ୍ବାରସ୍ଥ ହେଲେ ବିବାଦୀୟ ୟୁଟ୍ୟୁବର ରଣବୀର ଆହ୍ଲାବାଦିଆ.. ଶୋ’ରେ ପିତା-ମାତାଙ୍କ ସମ୍ପର୍କରେ ଅଶ୍ଳୀଳ ପ୍ରଶ୍ନ ପଚାରି ବିବାଦ ଘେରକୁ ଆସିଥିଲେ ରଣବୀର..

ବିଧାନସଭା ବଜେଟ୍‌ ଅଧିବେଶନର ଦ୍ଵିତୀୟ ଦିନରେ ଗୃହରେ ଅଚଳାବସ୍ଥା.. ହଟ୍ଟଗୋଳ ଯୋଗୁ ବାରମ୍ବାର ଗୃହ ମୁଲତବୀ..

Hot this week

ଗୋପାଳପୁର କଲେଜରେ ସ୍ଥାପନ ହେବ ଫ୍ରାଟେରନିଟି ପାର୍କ

ବ୍ରହ୍ମପୁର/ଗୋପାଳପୁର: ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ସ୍ଥିତ ହୋଟେଲ ସି ସାଇଡ...

ବଦଳିପାରେ ମନରେଗା ଯୋଜନାର ନାମ

ସମାଜ ଲାଇଭ ଡ଼େସ୍କ : ଗ୍ରାମୀଣ ସ୍ତରରେ ଶ୍ରମିକ ମାନଙ୍କୁ ରୋଜଗାର...

ସଂସଦ ଆକ୍ରମଣକୁ ୨୪ବର୍ଷ ପୁରିଲା: ୪୫ମିନିଟ୍‌ ଧରି ହୋଇଥିଲା ଗୁଳିଚାଳନା

ନୂଆଦିଲ୍ଲୀ: ସଂସଦ ଉପରେ ଆକ୍ରମଣକୁ ଆଜି ପୂରିଲା ୨୪ ବର୍ଷ ।...

ଲିଓନେଲ୍ ମେସିଙ୍କ ୭୦ ଫୁଟ ପ୍ରତିମୂର୍ତ୍ତି ଉନ୍ମୋଚନ

ସମାଜ ଲାଇଭ ଡ଼େସ୍କ : ବିଶ୍ବର ତାରକା ଫୁଟବଲ୍ ଖେଳାଳି ଲିଓନେଲ୍...

ମାଟି ତଳୁ କଢାଯାଉଛି ରାମୁ ହାତୀର କଙ୍କାଳ: ପ୍ରକୃତି ନିବାସରେ ସଂରକ୍ଷିତ ରହିବ

ସମାଜ ଡିଜିଟାଲ ଡେସ୍କ: ଅମର ରହିବ ରାମୁ ହାତୀ । ସଂରକ୍ଷିତ...

Related Articles

Popular Categories