www.samajalive.in
Saturday, December 6, 2025
26.1 C
Bhubaneswar

ଅପରାହ୍ନ ୪ଟା ମୁଖ୍ୟ ଖବର

କିଟ୍‌ରେ ନେପାଳ ଛାତ୍ରୀ ଆତ୍ମହତ୍ୟା ମାମଲା.. ନେପାଳ ସରକାରଙ୍କ ବରିଷ୍ଠ ଅଧିକାରୀଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ.. ଘଟଣାରେ ନ୍ୟାୟ ଦିଆଯିବ ବୋଲି ପ୍ରତିଶ୍ରୁତି ଦେବାସହ କ୍ୟାମ୍ପସ୍‌କୁ ଫେରିବାକୁ ନେପାଳୀ ଛାତ୍ରଛାତ୍ରୀଙ୍କୁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ..

କାଲିଠାରୁ ୪ ଦିନ ପ୍ରବଳ ବର୍ଷା.. ବିଜୁଳି ଘଡଘଡି ସହ ଝଡ ବର୍ଷା ନେଇ ସତର୍କ ସୂଚନା ଜାରି.. ଅର୍ଦ୍ଧାଧିକ ଜିଲାରେ ବର୍ଷା ସମ୍ଭାବନା ରହିଛି.. କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱରକୁ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି..

- Advertisement -

ପୁରୀ ରାଜଭବନରେ ଏଏସଓ ବୈକୁଣ୍ଠନାଥ ପ୍ରଧାନଙ୍କୁ ମାଡ଼ ଘଟଣା.. ନ୍ୟାୟ ପାଇଁ ସମୁଦ୍ରକୂଳ ଥାନା ଦ୍ବାରସ୍ଥ ହେଲେ ପୀଡ଼ିତ ଏଏସଓ ଏବଂ ତାଙ୍କ ସ୍ତ୍ରୀ ସାୟୋଜା..

ଭିଜିଲାନ୍ସ ଜାଲରେ କେନ୍ଦୁଝର ଭୂ-ଅର୍ଜନ ଉପବିଭାଗର ଡେପୁଟି କଲେକ୍ଟର ଶରତ ଗିରି.. ଜମିଜମା ମାମଲାରେ ୫୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରିଲା ଭିଜିଲାନ୍ସ..

ଭୁବନେଶ୍ଵର ଏମ୍ସରେ ସିବିଆଇ ଚଢ଼ାଉ.. ନିଯୁକ୍ତିରେ ଅନିୟମିତତା ଅଭିଯୋଗରେ ୯ ଜଣିଆ ଟିମର ଚଢ଼ାଉ ଜାରି..

ଦେହରେ ଡିଜେଲ ଢାଳି ନିଜକୁ ଜାଳିଦେଲା ନାବାଳକ.. କଟକ ପୁରୀଘାଟ ଥାନା ଅନ୍ତର୍ଗତ ମଠସାହିରୁ ନାବାଳକର ଅର୍ଦ୍ଧଦଗ୍ଧ ମୃତଦେହ ଜବତ.. ମୃତକଙ୍କ ଘର ପଶ୍ଚିମବଙ୍ଗରେ..

ଦେଶର ୨୬ତମ ମୁଖ୍ୟ ନିର୍ବାଚନ ଆୟୁକ୍ତ ଭାବେ ଦାୟିତ୍ବ ଗ୍ରହଣ କଲେ ଜ୍ଞାନେଶ କୁମାର.. କହିଲେ- ‘ନିର୍ବାଚନ ଆୟୋଗ ଭୋଟରଙ୍କ ସହ ଥିଲା, ଅଛି ଓ ରହିବ’..

 

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories