www.samajalive.in
Monday, December 15, 2025
14.1 C
Bhubaneswar

ଅପରାହ୍ନ ୪ଟା ମୁଖ୍ୟ ଖବର

ଆସନ୍ତାକାଲିଠୁ ଭୁବନେଶ୍ବରରେ ସୁଭଦ୍ରା ଶକ୍ତି ମେଳା.. ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ସୂଚନା.. ଆସନ୍ତାକାଲିଠୁ ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖ ଯାଏଁ ଚାଲିବ ସୁଭଦ୍ରା ଶକ୍ତି ମେଳା..

ବିଜେପି, ବିଜେଡି ଭଳି ଆମ ପାଖରେ ପଇସା ନାହିଁ.. ଲୋକଙ୍କୁ ଭିକ ମାଗିବୁ, ଲୋକଙ୍କ ଟଙ୍କାରେ କଂଗ୍ରେସ ତିଆରି କରିବୁ.. ପିସିସି ସଭାପତି ଭାବେ ବିଧିବଦ୍ଧ ଦାୟିତ୍ଵ ଗ୍ରହଣ କରିବାପରେ କହିଲେ ଭକ୍ତ ଚରଣ ଦାସ..

- Advertisement -

ରାଜଧାନୀରେ ବିୟୁଟି ପାର୍ଲରରେ ଅଗ୍ନିକାଣ୍ଡ.. ଜାଗମରାରେ ଏକ ବିୟୁଟି ପାର୍ଲରରେ ଅଗ୍ନିକାଣ୍ଡ.. ଜଳିଗଲା ଲକ୍ଷାଧିକ ଟଙ୍କାର ସାମଗ୍ରୀ..

କାମାକ୍ଷାନଗର ବ୍ଲକ ତୁମୁସିଙ୍ଗା ଥାନା ଗୁନେଇବିଲି ଗାଁରେ ବନ୍ଦ ଘରୁ ପ୍ରଧାନ ଶିକ୍ଷୟିତ୍ରୀଙ୍କ ମୃତଦେହ ଉଦ୍ଧାର ଘଟଣା.. ସହକର୍ମୀ କଳା ଶିକ୍ଷକ ସୋମନାଥ ବିଶ୍ଵାଳ ଗିରଫ.. ପଞ୍ଚଶଖା ସରକାରୀ ଉଚ୍ଚ ବିଦ୍ୟାଳୟର କଳା ଶିକ୍ଷକ ସୋମନାଥ ବିଶ୍ଵାଳ ଗିରଫ.. ବଚସା ପରେ ତଣ୍ଟି ଚିପି ହତ୍ୟା କରିଥିଲା ସୋମନାଥ..

ମାଟ୍ରିକ୍‌ ପରୀକ୍ଷା ଦେବା ପୂର୍ବରୁ ଚାଲିଗଲା ଛାତ୍ରଙ୍କ ଜୀବନ.. ବାଲେଶ୍ୱର ଜିଲା ବାହାନଗା ବ୍ଲକ ବରିପଦା ଗାଁରେ ମାଟ୍ରିକ ପରୀକ୍ଷାର୍ଥୀଙ୍କ ମୃତ୍ୟୁ ସୂଚନା.. ମୃତ ଛାତ୍ର ଚନ୍ଦ୍ରଶେଖର ମାଝୀ.. ସେ ଉଦୟ ନାରାୟଣ ହାଇସ୍କୁଲରେ ପାଠ ପଢୁଥିଲେ.. ହଠାତ୍‌ ପେଟ କାଟିବାରୁ ଅସୁସ୍ଥ ହୋଇ ତଳେ ପଡିଯାଇଥିଲେ.. ମୃତ ଘୋଷଣା କଲେ ଡାକ୍ତ..

ବିଧାନସଭାରେ ଉଠିଲା ବାଲିଯାତ୍ରା ପ୍ରସଙ୍ଗ.. ବାଲିଯାତ୍ରାକୁ ଜାତୀୟ ମାନ୍ୟତା ମିଳିବା ଆଶା ଥିବା କହିଲେ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ.. ଆଗକୁ ଅନ୍ତର୍ଜାତୀୟ ମାନ୍ୟତା ମିଳିବାର ମଧ୍ୟ ଆଶା ରଖାଯାଇଛି ବୋଲି କହିଲେ ମନ୍ତ୍ରୀ..

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories