www.samajalive.in
Monday, December 15, 2025
14.1 C
Bhubaneswar

ଅପରାହ୍ନ ୪ଟା ମୁଖ୍ୟ ଖବର

ଭିଜିଲାନ୍ସ ଜାଲରେ ଉମରକୋଟ ବ୍ଲକର ସହକାରୀ କୃଷି ଅଧିକାରୀ ନୀଳକଣ୍ଠ ପରିଡ଼ା ଓ ଟେକ୍ନୋଲୋଜି ମ୍ୟାନେଜର ସୁରେନ୍ଦ୍ରସିଂହ ବୁନ୍ଦେଲା.. ହିତାଧିକାରୀଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରିଲା ଭିଜିଲାନ୍ସ ଟିମ୍..

ଦିଲ୍ଲୀ ବିଧାନସଭାରେ ବିରୋଧୀ ଦଳ ନେତା ହେବେ ଆତିଶୀ.. ଆପ୍‌ ବିଧାୟକ ଦଳ ବୈଠକରେ ନିଷ୍ପତ୍ତି..

- Advertisement -

ପଙ୍କଜ ଲୋଚନ ମହାନ୍ତି ହେଲେ ଓଡ଼ିଶା କ୍ରିକେଟ ଆସୋସିଏସନ ସଭାପତି.. ଏକମାତ୍ର ପ୍ରାର୍ଥୀ ଭାବେ ପ୍ରାର୍ଥୀପତ୍ର ଦାଖଲ କରିଥିଲେ ପଙ୍କଜ.. ବବି ଦାସଙ୍କ ଇସ୍ତଫା ପରେ ଖାଲିପଡ଼ିଥିଲା ପଦବୀ..

ମନ୍ କି ବାତ୍‌ରେ ମୋଦୀଙ୍କ ମୋଟାପଣ ଚର୍ଚ୍ଚା.. ମାସିକ ରେଡିଓ କାର୍ଯ୍ୟକ୍ରମ ମନ୍ କି ବାତ୍‌ର ୧୧୯ତମ ସଂସ୍କରଣରେ ଦେଶବାସୀଙ୍କୁ ସମ୍ବୋଧିତ କରି ଦେଶରେ ଦ୍ରୁତ ଗତିରେ ବୃଦ୍ଧି ପାଉଥିବା ମେଦ ବହୁଳତାକୁ ନେଇ ଚିନ୍ତା ପ୍ରକଟ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ.. ଏଥିରୁ ମୁକ୍ତି ପାଇବାକୁ ଦେଲେ ଟିପ୍ସ.. କହିଲେ, ଖାଇବା ତେଲର ବ୍ୟବହାର ୧୦% କମ୍‌ କର..

ମହାକୁମ୍ଭରେ ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ.. ଆସନ୍ତାକାଲି ରାମଲାଲାଙ୍କୁ କରିବେ ଦର୍ଶନ..

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories