www.samajalive.in
Sunday, December 14, 2025
23.1 C
Bhubaneswar

ଅପରାହ୍ନ ୪ଟା ମୁଖ୍ୟ ଖବର

ଏଣିକି ଯୁକ୍ତ ଦୁଇ ପରେ ପଢି ପାରିବେ ବିଏଡ୍‌.. ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସୂଚନା.. ୮ଟି ବିଏଡ୍‌ କଲେଜ ଅର୍ଥାତ୍‌ ଶିକ୍ଷକ ଶିକ୍ଷଣ ଅନୁଷ୍ଠାନ ସହ ନିକଟସ୍ଥ ମହାବିଦ୍ୟାଳୟର ଚୁକ୍ତିପତ୍ର ସ୍ବାକ୍ଷର ହୋଇଛି.. ରାଜ୍ୟରେ ଥିବା ୧୬ଟି ଶିକ୍ଷକ ଶିକ୍ଷଣ ଅନୁଷ୍ଠାନ ମଧ୍ୟରୁ ୮ଟି ସହ ଏମ୍‌ଓୟୁ ସ୍ବାକ୍ଷର ହୋଇଛି.. ଛାତ୍ରଛାତ୍ରୀଙ୍କ ସୁବିଧା ପାଇଁ ୫ ବର୍ଷ ବଦଳରେ ୪ ବର୍ଷର କୋର୍ସ ରହିବ..

ବସ୍‌ ଓଲଟି ଜଣେ ମୃତ, ୩୦ ଆହତ.. ସୁନ୍ଦରଗଡ ସଦର ଥାନା ଟାଙ୍ଗରମୁଣ୍ଡା ନିକଟରେ ମର୍ମନ୍ତୁଦ ଦୁର୍ଘଟଣା..

- Advertisement -

ନୟାଗଡ଼ ଜିଲା ଫତେଗଡ଼ରେ ୨ ନାବାଳକଙ୍କ ମୃତଦେହ ଉଦ୍ଧାର ଘଟଣାର ପର୍ଦ୍ଦାଫାଶ କଲା ପୁଲିସ.. ୨ୟ ବିବାହ ନିଶାରେ ଦୁଇ ପୁଅଙ୍କୁ ତଣ୍ଟି ଚିପି ହତ୍ୟା କରିଥିଲା ବାପା.. ଅଭିଯୁକ୍ତ ବାପା ପ୍ରକାଶ ମହାନ୍ତି ପୁଲିସ ଆଗରେ ସତ ମାନିବା ସହ ଘଟଣା ଉପରୁ ପରଦା ହଟିଛି.. ହତ୍ୟାକାଣ୍ଡରେ ଦୁଇ ନାବାଳକଙ୍କ ଜେଜେ ମା’ ବି ସାମିଲ ଥିଲା.. ଉଭୟ ମା-ପୁଅକୁ ଗିରଫ କରି କୋର୍ଟ ଚାଲାଣ କଲା ନୟାଗଡ଼ ପୁଲିସ..

ବିଜେଡି ନେତା ରାଜା ଚକ୍ର ଗିରଫ.. କଳା ସାମ୍ରାଜ୍ୟର ଗୁମର ଖୋଲିଲେ କ୍ରାଇମ୍‌ବ୍ରାଞ୍ଚ ଡିଜି.. ଗନ୍ଧମାର୍ଦ୍ଦନ ଖଣି ଲୋଡିଂ ଏଜେନ୍ସି ଦୁର୍ନୀତି ମାମଲାରେ ହେଲେ ଗିରଫ..

ଅଷ୍ଟ୍ରେଲିଆର ପୂର୍ବତନ ସ୍ପିନର ଷ୍ଟୁଆର୍ଟ ମ୍ୟାକଗିଲ କୋକେନ କାରବାରରେ ଦୋଷୀ ସାବ୍ୟସ୍ତ, ଆଠ ସପ୍ତାହ ପରେ କରାଯିବ ଦଣ୍ଡ ବିଧାନ..

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories