www.samajalive.in
Wednesday, December 10, 2025
18.1 C
Bhubaneswar

ଅପରାହ୍ନ ୪ଟା ମୁଖ୍ୟ ଖବର

ଯାଜପୁର କଳିଙ୍ଗ ନଗର ଟାଟା ଷ୍ଟିଲରେ ଅଘଟଣ.. ଷ୍ଟିଲ୍‌ ମେଲ୍‌ଟିଂ ସପ୍‌ରେ ବିସ୍ଫୋରଣ ସୂଚନା.. ୮ରୁ ଊର୍ଦ୍ଧ୍ବ ଶ୍ରମିକ ଆହତ.. ସମସ୍ତ ଆହତ ଟାଟା ଷ୍ଟିଲ ହସ୍ପିଟାଲରେ ଭର୍ତ୍ତି..

୪୩ ଲକ୍ଷ ଟଙ୍କାର ସରକାରୀ ଅର୍ଥରେ କ୍ରିକେଟ୍‌ ବେଟିଂ କରି ପିଇଓ ଗିରଫ.. ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାଧାଦେଈପୁର ପିଇଓ କ୍ଷେତ୍ରମୋହନ ନାୟକଙ୍କୁ ଗିରଫ କଲା ଭିଜିଲାନ୍ସ..

- Advertisement -

ରାଜଧାନୀ ଭୁବନେଶ୍ବରରେ ନୂଆ ଉପାୟରେ ଚୋରା ମଦ କାରବାର.. କୋଲ୍ଡ ଡ୍ରିଙ୍କ୍ସ ବୋତଲରେ ଦେଶୀ ମଦ ଚାଲାଣ.. ଘାଟିକିଆରେ ଦେଶୀ ମଦ ଚାଲାଣବେଳେ ଧରିଲା ଅବକାରୀ ବିଭାଗ.. ଦୁଇ ବେପାରୀ ଗିରଫ..

ଜଷ୍ଟିସ୍ ହରିଶ ଟଣ୍ଡନ ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି.. ନିଯୁକ୍ତି ଦେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ..

ସାଙ୍ଗର ଠେଙ୍ଗା ମାଡରେ ସାଙ୍ଗର ମୃତ୍ୟୁ.. ବଲାଙ୍ଗୀର ଜିଲା ଖପ୍ରାଖୋଲ ଥାନା ପୁତୁଲାମହୁଲ ଗାଁରେ ଅଭାବନୀୟ ଘଟଣା.. ଟଙ୍କା ନେଣଦେଣକୁ ନେଇ ଦୁଇ ସାଙ୍ଗଙ୍କ ମଧ୍ୟରେ ହୋଇଥିଲା ବଚସା.. ଅଭିଯୁକ୍ତ ସାଙ୍ଗ ଫେରାର..

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories