www.samajalive.in
Saturday, December 13, 2025
27.1 C
Bhubaneswar

ଅପରାହ୍ନ ୪ଟା ମୁଖ୍ୟ ଖବର

ଜୀବନ୍ତ ଜଳିଗଲେ ନାବାଳକ.. ରାଉରକେଲା ସେକ୍ଟର-୬ ଟେଲିଫୋନ୍ ଭବନ ପାଖ ଦୁର୍ଗାପୂଜା ପେଣ୍ଡାଲରେ ନାବାଳକ ଜୀବନ୍ତ ଦଗ୍ଧ, ନିଆଁ ଲାଗିବାର କାରଣ ଅସ୍ପଷ୍ଟ..

କାମାକ୍ଷାନଗର ରେକୁଳା ଗାଁରେ ଦୁର୍ଘଟଣାରେ ୩ ମୃତ ଘଟଣା.. ଦୁଃଖ ପ୍ରକାଶ କରିବା ସହ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ.. ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା..

- Advertisement -

ଛତିଶଗଡରେ ପୁଲିସ୍-ମାଓବାଦୀ ଗୁଳି ବିନିମୟ, ୩ ମାଓବାଦୀ ନିହତ..

ଭିଜିଲାନ୍ସ ଜାଲରେ ଜଟଣୀ ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟମଣି ପାଟ୍ଟଯୋଶୀ.. ସୂର୍ଯ୍ୟମଣିଙ୍କ ଘରେ ବିଡା ବିଡା ଟଙ୍କା.. ଭୁବନେଶ୍ଵରସ୍ଥିତ ଫ୍ଲାଟରୁ ନଗଦ ୧୭ ଲକ୍ଷ ଟଙ୍କା ସହ ଦେଢ ଶହ ଗ୍ରାମ ସୁନା ଅଳଙ୍କାର ଜବତ..

ବହୁଚର୍ଚ୍ଚିତ ଜଟଣୀ ଅନୁପ ବେହେରା ହତ୍ୟାକାଣ୍ଡ ମାମଲାରେ ରାୟ ପ୍ରକାଶ.. ୪ ହତ୍ୟାକାରୀଙ୍କୁ ଆଜୀବନ ଜେଲ.. ୨୦୧୭ ମସିହା ମାର୍ଚ୍ଚ ୨ ତାରିଖରେ ଘଟିଥିଲା ହତ୍ୟାକାଣ୍ଡ..

Hot this week

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

Related Articles

Popular Categories