www.samajalive.in
Monday, December 15, 2025
15.1 C
Bhubaneswar

ଅପରାହ୍ନ ୪ଟା ମୁଖ୍ୟ ଖବର

ଓ୍ବାକଫ୍‌ ସଂଶୋଧନ ଆଇନ.. ସରକାରଙ୍କୁ ଜବାବ ଦେବାକୁ ସାତ ଦିନ ସମୟ ଦେଲେ ସୁପ୍ରିମକୋର୍ଟ.. ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ସ୍ଥିତାବସ୍ଥା ବଜାୟ ରହିବ..

୨ ହଜାର ନୂତନ ଟ୍ରାଫିକ୍‌ ପଦବୀ ସୃଷ୍ଟି ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଘୋଷଣା.. ରାଜ୍ୟସ୍ତରୀୟ ଟ୍ରାଫିକ୍ ବ୍ୟବସ୍ଥାରେ ୭୦ ଓ ଜିଲାସ୍ତରରେ ୧୯୩୦ ପଦବୀ ସୃଷ୍ଟି ହେବ..

- Advertisement -

ଗିରଫ ହେଲେ ଅନୁଗୁଳ ଆଠମଲ୍ଲିକ ସହକାରୀ ନିର୍ବାହୀ ଯନ୍ତ୍ରୀ ରାମଚନ୍ଦ୍ର ଶତପଥୀ.. ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗତକାଲି ସହକାରୀ ନିର୍ବାହୀ ଯନ୍ତ୍ରୀ ରାମଚନ୍ଦ୍ର ଶତପଥୀଙ୍କ ଘର ଓ କାର୍ଯ୍ୟାଳୟ ସହ ଏକକାଳୀନ ୯ ସ୍ଥାନରେ ଚଢ଼ାଉ କରିଥିଲା ଭିଜିଲାନ୍ସ..

ବିଜେଡି ସଭାପତି ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ନବୀନ ପଟ୍ଟନାୟକ.. ଶଙ୍ଖ ଭବନରେ ସଭାପତି ପଦ ପାଇଁ ବିଧିବଦ୍ଧ ଭାବେ ସେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି..

ଲକ୍ଷେ ମୁହାଁ ସୁନା ଦାମ୍.. ପୁଣି ବଢିଲା ଦର.. ୨୪ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌ ପ୍ରତି ୯୭,୩୧୦ ଟଙ୍କାରେ ପହଞ୍ଚିଛି.. ସେହିପରି ୨୨ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୮୯,୨୦୦ ଟଙ୍କା ହୋଇଛି..

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories