www.samajalive.in
Sunday, December 14, 2025
26.1 C
Bhubaneswar

ଅପରାହ୍ନ ୪ଟା ମୁଖ୍ୟ ଖବର

ଆହୁରି ୫ ଦିନ କଲବଲ କରିବ ତାତି.. ଦିନ ସାଢେ ୨ଟା ସୁଦ୍ଧା ୩ ସହରର ତାପମାତ୍ରା ୪୪ ଡିଗ୍ରୀ ପାର୍‌.. ଝାରସୁଗୁଡାରେ ସର୍ବାଧିକ ୪୪.୮ ଡିଗ୍ରୀ ରେକର୍ଡ.. ସମ୍ବଲପୁର ୪୪.୨ ଏବଂ ହୀରାକୁଦରେ ତାପମାତ୍ରା ୪୪ ଡିଗ୍ରୀ ରେକର୍ଡ଼..

ପ୍ରକାଶ ପାଇଲା ଭାରତୀୟ ପ୍ରଶାସନିକ ସେବା ପରୀକ୍ଷା ଫଳ-୨୦୨୪.. ଶକ୍ତି ଦୁବେ ଟପ୍ପର, ୪୮ତମ ସ୍ଥାନରେ ଓଡ଼ିଆ ଝିଅ ରୀତିକା ରଥ..

- Advertisement -

ଏପ୍ରିଲ ୨୪ରେ ମିଳିବ ନୂଆ ରାସନ କାର୍ଡ.. ପଞ୍ଚାୟତିରାଜ ଦିବସ ଅବସରରେ ରାଜ୍ୟରେ ନୂଆ ରାସନ କାର୍ଡ ବାଣ୍ଟିବେ ସରକାର.. ପୁରୀରେ ଏହାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ..

ରାଜଧାନୀରୁ ଉଦ୍ଧାର ହେଲା ଅପହୃତ ଶିଶୁ.. ସ୍କୁଲରୁ ଫେରିବାବେଳେ ନେଇଯାଇଥିଲେ ଦୁର୍ବୃତ୍ତ..

ଆଉ ହେବନି ବିଦ୍ୟୁତ୍ କାଟ୍.. ଗ୍ରୀଷ୍ମ ପ୍ରବାହ ସମୟରେ ବିଦ୍ୟୁତ୍ କାଟ୍ ନ କରିବାକୁ ନିର୍ଦେଶ ଦେଲେ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ..

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories