www.samajalive.in
Sunday, December 14, 2025
26.1 C
Bhubaneswar

ଅପରାହ୍ନ ୪ଟା ମୁଖ୍ୟ ଖବର

ଆଜି ପୁଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୬ତମ ଜୟନ୍ତୀ.. ଜନ୍ମପୀଠ ସୁଆଣ୍ଡୋ ଓ ସତ୍ୟବାଦୀରେ ଜୟନ୍ତୀ ପାଳିତ.. ଏହି ଅବସରରେ ମହାନ ଦେଶ ସେବକ, ସ୍ୱାଧୀନତା ସଂଗ୍ରାମୀ, ସାମ୍ବାଦିକ ତଥା ଦୈନିକ ‘ସମାଜ’ର ପ୍ରାଣ ପ୍ରତିଷ୍ଠାତା ଉତ୍କଳମଣି ଗୋପବନ୍ଧୁ ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ଲୋକ ସେବକ ମଣ୍ଡଳ ରାଷ୍ଟ୍ରୀୟ ସଭାପତି ରାଜ କୁମାର ଓ ରାଷ୍ଟ୍ରୀୟ ସମ୍ପାଦକ ଡ. ପ୍ରଭାସ ଆଚାର୍ଯ୍ୟ..

ବସ୍‌ ଧର୍ମଘଟ ସ୍ଥଗିତ.. ଅକ୍ଟୋବର ୩୧ ଯାଏ ଧର୍ମଘଟ ସ୍ଥଗିତ ରଖିବାକୁ ମାଲିକ ସଂଘର ନିଷ୍ପତ୍ତି..

- Advertisement -

ଆମେରିକୀୟ ଅର୍ଥନୀତିଜ୍ଞ କ୍ଲାଉଡିଆ ଗୋଲ୍ଡିନ ୨୦୨୩ ପାଇଁ ଅର୍ଥନୀତିରେ ପାଇବେ ନୋବେଲ୍‌..

ସୁନ୍ଦରଗଡ଼ରୁ ଦୁଇ ଉଲଗ୍ନ ମହିଳା ଉଦ୍ଧାର ଘଟଣା.. ଉଦ୍ଧାର ମା’ ଝିଅଙ୍କ ମିଳିଲା ଠିକଣା.. ଉଭୟଙ୍କ ଘର ଛତିଶଗଡ଼ର ତୁମଲା ଥାନା ଖାରିବହାଲ ଗାଁରେ ବୋଲି ଜଣାଯାଇଛି.. ପରିବାର ଲୋକଙ୍କୁ ଖୋଜି ବାହାର କଲା ସୁନ୍ଦରଗଡ଼ ପୁଲିସ..

୫ ରାଜ୍ୟ ନିର୍ବାଚନ ପାଇଁ ତାରିଖ ଘୋଷଣା.. ସାମ୍ବାଦିକ ସମ୍ମିଳନୀରେ ଭାରତୀୟ ନିର୍ବାଚନ ଆୟୋଗ ଘୋଷଣା କଲେ ୫ ରାଜ୍ୟ ନିର୍ବାଚନ ତାରିଖ। ମିଜୋରାମ, ଛତିଶଗଡ଼, ମଧ୍ୟ ପ୍ରଦେଶ, ରାଜସ୍ଥାନ ଓ ତେଲେଙ୍ଗାନା ପାଇଁ କଲେ ତାରିଖ ଘୋଷଣା..

କେବଳ ଛତିଶଗଡ଼ରେ ୨ଟି ପର୍ଯ୍ୟାୟରେ ନିର୍ବାଚନ.. ଅନ୍ୟ ସମସ୍ତ ରାଜ୍ୟରେ ଗୋଟିଏ ପର୍ଯ୍ୟାୟରେ ଭୋଟ..

ଡିସେମ୍ବର ୩ରେ ୫ ରାଜ୍ୟର ହେବ ଭୋଟ ଗଣତି.. ଭୋଟ ଦେବେ ୧୬ କୋଟି ୧୪ ଲକ୍ଷ ଭୋଟର..

ଡ୍ରିଙ୍କ ଫ୍ରମ୍ ଟ୍ୟାପ୍‌ ଜଳଯୋଗାଣର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ.. ରାଜ୍ୟର ନୂଆ ୫ଟି ସହର ଏବଂ ଅନ୍ୟ ୧୩ ସହରର ୧୪୯ଟି ଓ୍ବାର୍ଡରେ ଆରମ୍ଭ ହେଉଛି ଡ୍ରିଙ୍କ ଫ୍ରମ ଟ୍ୟାପ୍‌.. ଓଡ଼ିଶାରେ ଡ୍ରିଙ୍କ ଫ୍ରମ ଟ୍ୟାପ ଯୋଜନାର ୩ ବର୍ଷ ପୂର୍ତ୍ତି ପାଳନ ଅବସରରେ ଏହାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ..

ଇସ୍ରାଏଲ-ହମାସ ଯୁଦ୍ଧ.. ହଜାରେ ଟପିଲା ମୃତ୍ୟୁସଂଖ୍ୟା.. ଶତାଧିକ ଇସ୍ରାଏଲ ନାଗରିକ ପଣବନ୍ଦୀ.. ଯୁଦ୍ଧରେ ହେଜବୋଲ୍ଲା ସାମିଲ.. ଇସ୍ରାଏଲକୁ ୮୦୦କୋଟି ଡଲାର ସାମରିକ ସହାୟତା ଦେଲା ଆମେରିକା.. ହମାସ ସପକ୍ଷରେ ବାହାରିଲା ଇରାନ..

 

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories