www.samajalive.in
Saturday, December 6, 2025
26.1 C
Bhubaneswar

ଅପରାହ୍ନ ୪ଟା ମୁଖ୍ୟ ଖବର

କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ଘୋଷଣା ହେଲା ଯୁବ ଓ ବାଲ୍‌ ସାହିତ୍ୟ ପୁରସ୍କାର.. ସୁବ୍ରତ ସେନାପତିଙ୍କୁ ଯୁବ ପୁରସ୍କାର ଓ ରାଜକିଶୋର ପାଢୀଙ୍କୁ ମିଳିବ ବାଲ୍‌ ସାହିତ୍ୟ ପୁରସ୍କାର..

କେଦାରନାଥ ପାଦଚଲା ରାସ୍ତାରେ ଭୂସ୍ଖଳନ.. ୨ ମୃତ, ଏକାଧିକ ଆହତ..

- Advertisement -

ବଦଳିଲା ଫାଷ୍ଟ୍ୟାଗ୍‌ ନିୟମ.. ଅଗଷ୍ଟ ୧୫ରୁ ବାର୍ଷିକ ଫାଷ୍ଟାଗ୍‌ ବ୍ୟବସ୍ଥା ହେବ.. ଏଣିକି ବାର୍ଷିକ ୩ ହଜାର ଟଙ୍କା ଦେଇ ପାଇପାରିବେ ସୁବିଧା.. ବର୍ଷେ କିମ୍ବା ୨୦୦ ଟ୍ରିପ୍‌ ପର୍ଯ୍ୟନ୍ତ ବାର୍ଷିକ ଫାଷ୍ଟ୍ୟାଗ୍‌ ବ୍ୟବସ୍ଥା ଲାଗୁ ହେବ..

କଟକ ଶଙ୍କରପୁରରେ ୨ଟି ପାଣି କମ୍ପାନୀ ସିଲ୍‌.. ଶଙ୍କରପୁର ଦାସସାହି ଓ ଉପରସାହିସ୍ଥିତ ପାଣି କମ୍ପାନୀ ସିଲ୍‌ କରାଯାଇଛି.. ପାଣିକୁ ବିଶୁଦ୍ଧ ନକରି ବିକ୍ରି କରୁଥିବା ଅଭିଯୋଗରେ ସିଲ୍‌..

କଟକରେ ଚାଞ୍ଚଲ୍ୟ.. ଯୁବକଙ୍କ ଗଳା କାଟି ବୀଭତ୍ସ ହତ୍ୟା.. ବକ୍ସିବଜାରସ୍ଥିତ ସିଡିଏ ମାର୍କେଟ କମ୍ପେ୍ଲକ୍ସରୁ ମୃତଦେହ ଉଦ୍ଧାର.. ଯୁବକ ଜଣକ ବାଦାମବାଡି ଶଙ୍କରପୁର ଅଞ୍ଚଳର ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି..

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories