www.samajalive.in
Monday, December 15, 2025
16.1 C
Bhubaneswar

ଅପରାହ୍ନ ୪ଟା ମୁଖ୍ୟ ଖବର

ବାରିପଦା ସହରରେ ଫୁଟିଲା ଗୁଳି, ବୁଲିଲା ଖଣ୍ଡା.. ମାଆକୁ ଖଣ୍ଡାରେ ହାଣିଲେ, ପୁଅକୁ ଗୁଳିମାଡ଼ କଲେ ଦୁର୍ବୃତ୍ତ.. ଟାଉନ ଥାନା କାଳୀକାପୁର ସାହିରେ ଦୁଇ ଗୋଷ୍ଠୀ ମୁହାଁମୁହିଁ.. ୪ ଗୁରୁତର ଡାକ୍ତରଖାନାରେ ଭର୍ତ୍ତି..

ଦିଲ୍ଲୀ ଯୁବତୀଙ୍କୁ ଅସଦାଚରଣ ମାମଲା.. ଗିରଫ ଭୟରେ ବିଷ ପିଇଲା ଅଭିଯୁକ୍ତ.. ଗୁରୁତର ଅବସ୍ଥାରେ ଅଭିଯୁକ୍ତଙ୍କୁ ଯାଜପୁର ଡାକ୍ତରଖାନାରେ ଭର୍ତ୍ତି.. ରବିବାର ସନ୍ଧ୍ୟାରେ ଯାଜପୁର ବିରଜା ମନ୍ଦିର ଦର୍ଶନ ସାରି ଫେରୁଥିବାବେଳେ ଭଦ୍ରକ ପଡିଆ ସିମେଣ୍ଟ ଗୋଦାମ ନିକଟରେ ଯୁବତୀଙ୍କୁ ଅସଦାଚରଣ କରିଥିଲେ ଦୁଇ ଯୁବକ ଅନିଲ ଜେନା ଏବଂ ନୀତେଶ ଜେନା..

- Advertisement -

ମହାପ୍ରଭୁଙ୍କ ମୋଦକ ଚୋରି ସତ ବୋଲି କହିଲେ ଜଗନ୍ନାଥଙ୍କ ବାଡଗ୍ରାହୀ ଜଗନ୍ନାଥ ସ୍ୱାଇଁ ମହାପାତ୍ର.. ୭୦ଟି ମୋଦକ କମିବା ସତ କଥା.. ସିସିଟିଭି ଦେଖି ରାଜ୍ୟ ସରକାର ଏହାର ତଦନ୍ତ କରନ୍ତୁ କହିଲେ ବାଡ଼ଗ୍ରାହୀ.. ସେପଟେ ମୋଦକ ଚୋରି ଘଟଣାର ସତ୍ୟତା ନାହିଁ କଲେ ଆଇନ ମନ୍ତ୍ରୀ ଓ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ..

ଆଠଗଡ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଉତ୍ତେଜନା.. ବିଜେପି-ବିଜେଡି କର୍ମୀଙ୍କ ମଧ୍ୟରେ ଢେଲାପଥର ମାଡ..

ରାଜ୍ୟରେ ପ୍ରତିଷ୍ଠା ହେବ ୯ଟି ନୂଆ ମେଡିକାଲ କଲେଜ୍.. ସୂଚନା ଦେଲେ ସ୍ଵାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ..

Hot this week

ନାବାଳିକା ଝିଅକୁ ମା’ର ବଳି ଉଦ୍ୟମ !

ଜୟପୁର: କୋରାପୁଟ ଜିଲା ଜୟପୁର ଜଳସେଚନ କଲୋନୀ ତଳି ଅଞ୍ଚଳରେ ନାବାଳିକା...

ଆଜି ବି ୬,୭୦୪ ଗାଁକୁ ରାସ୍ତା ନାହିଁ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୭ବର୍ଷ ପରେ ବି ରାଜ୍ୟର ୬,୭୦୪ଟି ଗାଁକୁ...

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

Related Articles

Popular Categories