www.samajalive.in
Saturday, December 6, 2025
26.1 C
Bhubaneswar

ଅପରାହ୍ନ ୪ଟା ମୁଖ୍ୟ ଖବର

ଶରଧାବାଲି ଅଘଟଣକୁ ନେଇ ଦୁଃଖ ପ୍ରକାଶ କଲେ ଗଜପତି ମହାରାଜ, ଘଟଣାର ତୁରନ୍ତ ବ୍ୟାପକ ତଦନ୍ତ କରିବା ଏବଂ ଏପରି ଘଟଣାର ପୁନରାବୃତ୍ତି ଯେପରି ନ ହୁଏ ସେଥିପାଇଁ ଉପଯୁକ୍ତ ପଦକ୍ଷେପ ନେବାକୁ ରାଜ୍ୟ ସରକାରଙ୍କୁ କଲେ ନିବେଦନ..

ମହାପ୍ରଭୁଙ୍କ ରଥଯାତ୍ରାରେ ଭିଡଜନିତ ଅଘଟଣ ପରେ ରାଜ୍ୟ ସରକାରଙ୍କ ଦୃଢ଼ କାର୍ଯ୍ୟାନୁଷ୍ଠାନ.. ମୃତ ଭକ୍ତଙ୍କ ପରିବାରର ନିକଟତମ ଆତ୍ମୀୟଙ୍କୁ ୨୫ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା.. ଜିଲ୍ଲାପାଳ ଓ ଏସ୍‌ପିଙ୍କୁ ବଦଳି ନିର୍ଦେଶ.. ଡିସିପି ବିଷ୍ଣୁ ପତି ଏବଂ କମାଣ୍ଡାଣ୍ଟ ଅଜୟ ପାଢୀ ନିଲମ୍ବିତ.. ବରିଷ୍ଠ ଆଇଏଏସ୍‌ ଅଧିକାରୀ ଅରବିନ୍ଦ ଅଗ୍ରୱାଲଙ୍କୁୁ ରଥଯାତ୍ରା ପରିଚାଳନା ଦାୟିତ୍ବ..

- Advertisement -

ଦଳାଚକଟା ଘଟଣାରେ କ୍ଷମା ମାଗିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ.. ଅବହେଳା ହୋଇଥିବା ସ୍ଵୀକାର କରି ଏହା ଅକ୍ଷମଣୀୟ ବୋଲି କହିଲେ..

ୟୁକ୍ରେନ ଉପରେ ରୁଷର ସବୁଠୁ ବଡ଼ ଆକ୍ରମଣ.. ଏକକାଳୀନ ୪୭୭ଟି ଡ୍ରୋନ ଏବଂ ୬୦ଟି କ୍ଷେପଣାସ୍ତ୍ର ଦ୍ଵାରା ଆକ୍ରମଣ କରିଛି ରୁଷ.. ସେଥିମଧ୍ୟରୁ ୨୪୯ଟିକୁ ନିଷ୍ଫଳ କରିଦିଆଯାଇଥିବା କହିଛି ୟୁକ୍ରେନ.. ୨୨୬ଟି ଡ୍ରୋନ ଏବଂ କ୍ଷେପଣାସ୍ତ୍ର ଲକ୍ଷ୍ୟ ଭେଦ କରିଥିବା କୁହାଯାଇଛି..

ରାଜ୍ୟର ଶିଶୁବାଟିକାଗୁଡ଼ିକରେ ନିୟୋଜିତ ହେବେ ଶିଶୁ ସେବିକା.. ଏ ନେଇ ନୀତିଗତ ନିଷ୍ପତ୍ତି ଗ୍ରହଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ.. ଏହି ଶିଶୁ ସେବିକାମାନେ ଶିଶୁବାଟିକାର ଛୋଟ ପିଲାମାନଙ୍କୁ ସହାୟତା ଯୋଗାଇଦେବା ସହିତ ଶିକ୍ଷକମାନଙ୍କ ଉପରେ ରହୁଥିବା ଅଣଶିକ୍ଷା କାର୍ଯ୍ୟର ବୋଝ ହାଲ୍‍କା କରିବାରେ ସହାୟକ ହେବେ..

Hot this week

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

Related Articles

Popular Categories