www.samajalive.in
Saturday, December 6, 2025
19.1 C
Bhubaneswar

ଅପରାହ୍ନ ୪ଟା ମୁଖ୍ୟ ଖବର

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୨ ମାଓବାଦୀ.. ବୁଡ଼ାଗୁଡ଼ା ସଂରକ୍ଷିତ ଜଙ୍ଗଲରେ କୁମ୍ବିଂ ବେଳେ ମୁହାଁମୁହିଁ..

ଉତ୍ତର ଓଡ଼ିଶାରେ ବଡ ବନ୍ୟା ଆଶଙ୍କା.. ଆସନ୍ତା ୨୪ ଘଣ୍ଟା ସହ ବର୍ଷା ଉପରେ ବନ୍ୟା ସ୍ଥିତି ନିର୍ଭର କରେ ବୋଲି କହିଛନ୍ତି ଜଳ ସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଚନ୍ଦ୍ରଶେଖର ପାଢୀ..

- Advertisement -

ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଯୋଗାଣ ମନ୍ତ୍ରୀଙ୍କ ବଡ ସୂଚନା.. ଆଜି ଇ-କେଓ୍ବାଇସି ଯାଞ୍ଚ କରିବାର ଶେଷ ତାରିଖ..

ଭୁବନେଶ୍ଵର ମହାନଗର ନିଗମ ଅତିରିକ୍ତ କମିଶନରଙ୍କୁ ଆକ୍ରମଣ.. ବିଏମସି ଅଫିସରେ ଅଭିଯୋଗ ଶୁଣାଣିବେଳେ ମାରପିଟ୍.. ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ.. 

ମିର୍ଦ୍ଧା ଟପ୍ପୋ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ନିଯୁକ୍ତ.. ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ..

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories