www.samajalive.in
Tuesday, December 9, 2025
26.1 C
Bhubaneswar

ଅପରାହ୍ନ ୪ଟା ମୁଖ୍ୟ ଖବର

ବିଏମସି ଅଫିସ୍‍ ଭିତରେ ପଶି ଅତିରିକ୍ତ ଆୟୁକ୍ତଙ୍କୁ ମାଡ ମାରିବା ଘଟଣା.. ଓଏଏସ ସଂଘର ବଡ ଚେତାବନୀ.. ଜଗନ୍ନାଥ ପ୍ରଧାନଙ୍କୁ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ ଦାବି.. ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଓଏଏସ ଅଫିସର ଛୁଟିରେ ରହିବେ ବୋଲି ସଂଘର ଚେତାବନୀ..

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ୬ ମାସ ଜେଲ୍‌ ଦଣ୍ଡ.. ଅଦାଲତ ଅବମାନନା ଅଭିଯୋଗରେ ଦୋଷୀ ସାବ୍ୟସ୍ତ ପରେ ଜେଲ୍‌ ଦଣ୍ଡାଦେଶ ଶୁଣାଇଲେ ଅନ୍ତର୍ଜାତୀୟ ଅପରାଧ ଟ୍ରିବ୍ୟୁନାଲ୍..

- Advertisement -

ସଂସଦ ସୁରକ୍ଷାରେ ତ୍ରୁଟି ମାମଲା.. ଅଭିଯୁକ୍ତ ନୀଲମ ଆଜାଦ ଏବଂ ମହେଶ କୁମାୱତଙ୍କୁ ଜାମିନ.. ୨୦୨୩ ମସିହା ଡିସେମ୍ବର ୧୩ ତାରିଖରେ ସଂସଦର ସୁରକ୍ଷାରେ ତ୍ରୁଟି ମାମଲାରେ ଅନ୍ୟ ଅଭିଯୁକ୍ତମାନଙ୍କ ସହ ଏମାନଙ୍କୁ ଗିରଫ କରାଯାଇଥିଲା..

ଓଲା, ଉବର, ରାପିଡୋ ଯାତ୍ରୀଙ୍କୁ ବଡ଼ ଝଟ୍‌କା.. ଏଣିକି ଗହଳି ସମୟରେ ସାଧାରଣ ଭଡ଼ାଡାଠାରୁ ଦୁଇଗୁଣା ଅଧିକ ଆଦାୟ କରିପାରିବେ ଭଡ଼ା.. ଏନେଇ ନିୟମାବଳୀୟରେ କେତେକ ପରିବର୍ତ୍ତନ କରି ଅନୁମତି ଦେଇଛନ୍ତି ସରକାର..

ବିଏମସି ଅଫିସ୍‍ ଭିତରେ ଅତିରିକ୍ତ ଆୟୁକ୍ତଙ୍କୁ ମାଡ ଘଟଣାରେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ବଡ଼ ମନ୍ତବ୍ୟ.. ଘଟଣା ପଛରେ ଥିବା ମୁଖ୍ୟ ଆସାମୀକୁ ଛଡ଼ା ଯିବନି.. ଯିଏ ବି ଏ କାଣ୍ଡ କରେଇଛି କାହାକୁ ଛଡ଼ା ଯିବନି କହିଲେ ମନ୍ତ୍ରୀ..

Hot this week

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

ପାନୀୟଜଳ ସମସ୍ୟା ଦୂର ପାଇଁ ନିର୍ମାଣ ହେଉଛି ୬,୬୪୬ ନୂତନ ନଳକୂପ

ସମାଜଲାଇଭ ଡେସ୍କ: ରାଜ୍ୟରେ ଆଗକୁ ଆସୁଥିବା ଖରାଦିନ ପୂର୍ବରୁ ପାନୀୟଜଳ ସମସ୍ୟା...

Related Articles

Popular Categories