www.samajalive.in
Saturday, December 6, 2025
26.1 C
Bhubaneswar

ଅପରାହ୍ନ ୪ଟା ମୁଖ୍ୟ ଖବର

ପୁଣି ମନମୋହନଙ୍କୁ ଭରସା କଲା ବିଜେପି.. ନିର୍ବିବାଦୀୟ ଭାବରେ ପରବର୍ତ୍ତୀ ରାଜ୍ୟ ବିଜେପି ସଭାପତି ହୋଇଛନ୍ତି ମନମୋହନ ସାମଲ.. ଏନେଇ ଆନୁଷ୍ଠାନିକ ଭାବରେ ଘୋଷଣା କରାଯାଇ ନାହିଁ, ମାତ୍ର ଏକମାତ୍ର ପ୍ରାର୍ଥୀ ଭାବରେ ନାମାଙ୍କନ ପତ୍ର ଦାଖଲ କରିଥିବାରୁ ସେ ହିଁ ନିର୍ଦ୍ବନ୍ଦ୍ଵରେ ବିଜେପି ସଭାପତି ନିର୍ବାଚିତ ହେବା ସ୍ପଷ୍ଟ.. ମଙ୍ଗଳବାର ବିଧିବଦ୍ଧ ଘୋଷଣା..

ବନ ଓ ପ୍ରାଣୀ ସମ୍ପଦର ସୁରକ୍ଷା ପାଇଁ ବିଭିନ୍ନ ପୁରସ୍କାରର ପୁନର୍ବିନ୍ୟାସ କଲେ ରାଜ୍ୟ ସରକାର.. ଅନେକ ପୁରସ୍କାରର ସଂଖ୍ୟା ଓ ପୁରସ୍କାର ରାଶି ପରିମାଣ ବୃଦ୍ଧି.. ଆଜିଠାରୁ କାର୍ଯ୍ୟକାରୀ ହେଉଛି ଏହି ସମସ୍ତ ପୁରସ୍କାର..

- Advertisement -

ପ୍ରକାଶ ପାଇଲା ଯୁକ୍ତ ଦୁଇ କଟ୍ ଅଫ୍ ମାର୍କ.. କଳା, ବିଜ୍ଞାନ ଓ ବାଣିଜ୍ୟରେ ଆଗରେ ରେଭେନ୍ସା.. କଳାରେ ୮୧.୩୩ ପ୍ରତିଶତ, ବିଜ୍ଞାନରେ ୯୧.୮୩ ପ୍ରତିଶତ ଓ ବାଣିଜ୍ୟରେ ୮୦.୨୦ ପ୍ରତିଶତ ରହିଛି କଟ୍ ଅଫ୍ ମାର୍କ..

୩ କୁଖ୍ୟାତ ମାଓବାଦୀଙ୍କ ଆତ୍ମସମର୍ପଣ.. କନ୍ଧମାଳ ପୁଲିସ ନିକଟରେ ଆତ୍ମସମର୍ପଣ କଲେ ଦୁଇ ମହିଳା କ୍ୟାଡରଙ୍କ ସମେତ ତିନି ଜଣ ହାର୍ଡକୋର ମାଓବାଦୀ.. ସୂଚନା ଦେଲେ ଦକ୍ଷିଣାଞ୍ଚଳ ଆଇଜି ନିତି ଶେଖର..

ଭିଜିଲାନ୍ସ ଜାଲରେ ପଶୁଚିକିତ୍ସକ ଓ ପ୍ରୋଗ୍ରାମ ଆସିଷ୍ଟାଣ୍ଟ..  ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ସମ୍ବଲପୁର ଜିଲା ରେଢ଼ାଖୋଲରେ ନିୟୋଜିତ ବ୍ଲକ ପଶୁଚିକିତ୍ସା ଅଧିକାରୀ ଶୁଭ ପ୍ରକାଶ ସୋରେନ ଏବଂ ପ୍ରୋଗ୍ରାମ ଆସିଷ୍ଟାଣ୍ଟ ମହେଶ୍ୱର ସାହୁ..

Hot this week

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

Related Articles

Popular Categories