www.samajalive.in
Monday, December 15, 2025
26.1 C
Bhubaneswar

ଅପରାହ୍ନ ୪ଟା ମୁଖ୍ୟ ଖବର

ବାଲେଶ୍ଵର ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା.. ଏମ୍ସ ଯାଇ ଗୁରୁତର ଛାତ୍ରୀଙ୍କ ସ୍ଵାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ.. ପୀଡିତାଙ୍କୁ ଦିଲ୍ଲୀ ଏମ୍ସ ଷ୍ଟାଣ୍ଡାର୍ଡର ଚିକିତ୍ସା ଯୋଗାଇ ଦିଆଯାଉଛି, ଘଟଣାରେ କଠୋର କାର୍ଯ୍ୟାନୁଷ୍ଠାନ ହେବ କହିଲେ ମୁଖ୍ୟମନ୍ତ୍ରୀ..

ଡେଲାଙ୍ଗରେ ବାର୍ଡ ଫ୍ଲୁ ସ୍ପଷ୍ଟ.. ଦ୍ବିତୀୟ ଦିନରେ କୁକୁଡା ମରା ଅଭିଯାନ ଜାରି..

- Advertisement -

ଦିଲ୍ଲୀ ବସନ୍ତ ବିହାରରେ ଅଭାବନୀୟ ଘଟଣା.. ଫୁଟପାଥ୍‌ରେ ଶୋଇଥିବାବେଳେ ୫ ଜଣଙ୍କ ଉପରେ ଚଢିଗଲା କାର.. ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କଲା ପୁଲିସ.. ଅଭିଯୁକ୍ତ ଡ୍ରାଇଭର ଉତ୍ସବ ଶେଖର ଗିରଫ..

ବାଲେଶ୍ଵର ଏଫଏମ କଲେଜ ଛାତ୍ରୀ ଆତ୍ମାହତ୍ୟା ଉଦ୍ୟମ ଘଟଣା.. ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବିକଲେ ନବୀନ.. ସଂପୃକ୍ତ ଛାତ୍ରୀଙ୍କ ଆଶୁ ଆରୋଗ୍ୟ କାମନା କରିବା ସହିତ ଘଟଣାରେ ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ..

ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଝାଡ଼ାବାନ୍ତି, ୪୦ରୁ ଅଧିକ ପିଲା ମେଡିକାଲରେ ଭର୍ତ୍ତି..

Hot this week

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

Related Articles

Popular Categories