ଦିନ ୪ଟା ମୁଖ୍ୟ ଖବର
ଦେଶ/ବିଦେଶ ଖବର
–ଟିକାକରଣ ପରେ ସୁରକ୍ଷା ହାର ୯୭.୩୮%, କେବଳ ୦.୦୬% ଲୋକ ଡାକ୍ତରଖାନାରେ ଭର୍ତ୍ତି ହେବାର ରହିଛି ସମ୍ଭାବନା: ଅଧ୍ୟୟନ
– ଗୋଆ ଚିକିତ୍ସା ମହାବିଦ୍ୟାଳୟରେ ଅମ୍ଳଜାନ ଅଭାବରୁ ଆଉ ୮ ରୋଗୀ ମୃତ, ୫ ଦିନରେ ଗଲାଣି ୮୩ ଜୀବନ
– ସ୍ଥଳଭାଗ ଛୁଇଁବା ପୂର୍ବରୁ ‘ତୌକ୍ତେ’ର ତାଣ୍ଡବ; କର୍ଣ୍ଣାଟକରେ ୪ ମୃତ, ବୈଠକ ଡକାଇଲେ ଶାହ
– ଜୁଲାଇ ସୁଦ୍ଧା ଭାରତରେ ୫୧.୬ କୋଟି ଟିକା ଉପଲବ୍ଧ ହେବ: ହର୍ଷବର୍ଦ୍ଧନ
-ଭାରତରେ ପହଞ୍ଚିଲା ୨ୟ ପର୍ଯ୍ୟାୟ ସ୍ପୁଟନିକ ଭି ଟିକା, ଆସନ୍ତା ସପ୍ତାହରୁ ବଜାରରେ ହେବ ଉପଲବ୍ଧ
-ଦିଲ୍ଲୀରେ ଆଉ ଏକ ସପ୍ତାହ ତାଲାବନ୍ଦ ଅବଧି ବଢ଼ିଲା
– ଗତ ୨୪ ଘଣ୍ଟାରେ ଦେଶରେ ୩ ଲକ୍ଷ ୧୧ ହଜାର ୧୭୦ କରୋନା ସଂକ୍ରମିତ ଚିହ୍ନଟ ଓ ୪୦୭୭ ମୃତ
– କରୋନାରେ କଂଗ୍ରେସ ସାଂସଦ ରାଜୀବ ସାତଭଙ୍କ ଦେହାନ୍ତ
-୨ୟ ତରଙ୍ଗରେ ଫଳପ୍ରଦ ହେଉନି ପ୍ଲାଜମା ଥେରାପି, ଚିକିତ୍ସା ପରିଚାଳନା ନିର୍ଦେଶାବଳୀରୁ ହଟାଯିବାକୁ ନିଷ୍ପତ୍ତି
– ଅତି ଭୟଙ୍କର ସାମୁଦ୍ରିକ ଝଡ ରୂପନେଲା ତଉକତେ: ୧୮ରେ ଗୁଜରାଟ ଉପକୂଳ ଅତିକ୍ରମ କରିବ
– ଉଲଫା (ଆଇ)ର ଅସ୍ତ୍ରବିରତି ଘୋଷଣା
– ଭାରତର କୋଭିଡ ସ୍ଥିତି ବିଶ୍ୱର ଅନ୍ୟ ସବୁରାଷ୍ଟ୍ର ଠାରୁ ଭଲ ରହିଛି: ଜନ୍ ହପକିନ୍ସ ବିଶ୍ୱବିଦ୍ୟାଳୟ
– ପଶ୍ଚିମବଙ୍ଗରେ ଆଜିଠାରୁ ତାଲାବନ୍ଦ; ମଇ ୩୦ ପର୍ଯ୍ୟନ୍ତ ରହିବ କଟକଣା
ରାଜ୍ୟ ଖବର
–ରାଉରକେଲାରେ ମେ’ ୧୮ରୁ ୨୮ ତାରିଖ ଯାଏଁ ଟିକାଦାନ ଲାଗି ନୂଆ ସୂଚୀ ଜାରି
–ଜନସେବା କର୍ତ୍ତବ୍ୟ, କର୍ମ ମାନବିକତା ; ଅନ୍ୟଗ୍ରାମକୁ ଆସି ଉପାଧ୍ୟକ୍ଷ ଉଠାଇଲେ ଶବ
– ରାଜ୍ୟର ୧୭ ଜିଲାରେ ବର୍ଷା ସମ୍ଭାବନା, ପାଣିପାଗ କେନ୍ଦ୍ରର ପୂର୍ବାନୁମାନ
– ରାଜ୍ୟରେ କରୋନାରେ ଆଖି ବୁଜିଲେ ଆଉ ୧୯ ଆକ୍ରାନ୍ତ
-ରାଜ୍ୟରେ ଦିନକରେ ୧୧୭୩୨ ନୂଆ କରୋନା ସଂକ୍ରମିତ ଚିହ୍ନଟ; ଖୋର୍ଦ୍ଧାରୁ ସର୍ବାଧିକ ୧୭୧୦
– ଘରୋଇ କମ୍ପାନୀ କର୍ମଚାରୀଙ୍କ ପାଇଁ ପୁଲିସର ଇ-ଅନୁମତି ବ୍ୟବସ୍ଥା
– ପ୍ରଥମରୁ ଅଷ୍ଟମ ଛାତ୍ରଛାତ୍ରୀଙ୍କ ପାଠପଢ଼ା ଚିନ୍ତା, ଗଠନ ହେଲା ବିଶେଷଜ୍ଞ କମିଟି
Comments are closed.