www.samajalive.in
Sunday, December 7, 2025
14.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ଆଗାମୀ ୨ ଦିନ କାଳ ବୈଶାଖୀ ବର୍ଷା ସମ୍ଭାବନା ; ତତଲା କଡେଇରେ ଭାଜି ହେଉଛି ସାରା ରାଜ୍ୟ..

ଭୁବନେଶ୍ୱର : ଅସହ୍ୟ ତାତି ; ସାଢେ ୨ଟା ସୁଦ୍ଧା ୪୩ ଡିଗ୍ରୀ ଟପିଲା ତାପମାତ୍ରା..

- Advertisement -

୨୮ରେ ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା..

ଢେଙ୍କାନାଳ : ନିଆଁ ଲାଗି ଜଳିଗଲା ବସ୍, ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ.

ରମାଦେବୀ ମହିଳା ବିଶ୍ୱ ବିଦ୍ୟାଳୟ ଆଗରେ ଛାତ୍ରୀଙ୍କ ବିକ୍ଷୋଭ ପ୍ରଦର୍ଶନ..

ବୃହସ୍ପତି ଚଳନ : ୧୨ ବର୍ଷ ପରେ ବୃଷ ରାଶିରେ ଦେବଗୁରୁ, ୧୨ ରାଶିରେ ପ୍ରଭାବ.. କେତେ ଶୁଭ..

 

ପ୍ରବଳ ଖରା ଯୋଗୁଁ ଯୁକ୍ତ୩ ଦ୍ୱିତୀୟ ବର୍ଷ ପରୀକ୍ଷା ଘୁଞ୍ଚାଇବାକୁ ଦାବି..

ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ନେଇ ପ୍ରକାଶ ପାଇଲା ବିଦ୍ଧିବଦ୍ଧ ବିଜ୍ଞପ୍ତି..

ମେ ୨୦ରେ ୫ ଲୋକସଭା , ୩୫ ବିଧାନସଭା ଆସନରେ ହେବ ଭୋଟିଂ..

ଆଗାମୀ ୨ ଦିନ କାଳ ବୈଶାଖୀ ବର୍ଷା ସମ୍ଭାବନା ; ତତଲା କଡେଇରେ ଭାଜି ହେଉଛି ସାରା ରାଜ୍ୟ..

ଭିଭିପାଟ୍ ନେଇ ସୁପ୍ରିମକୋର୍ଟଙ୍କ ବଡ ରାୟ: ଭିଭିପାଟ୍ ଯାଞ୍ଚ ନେଇ ସମସ୍ତ ଆବେଦନ ଖାରଜ, ବାଲାଟ ପେପରରେ ମତଦାନ..

ଆବେଦନ ଖାରଜ , ଇଭିଏମ ଦ୍ଵାରା ହିଁ ନିର୍ବାଚନ ହେବ କହିଲେ ସୁପ୍ରିମକୋର୍ଟ..

ପାଟନାରେ ବିବାହ ସମାରୋହରେ ବାଣରୁ ଲାଗିଲା ନିଆଁ; ଗୋଟିଏ ପରିବାରର ୬ ମୃତ..

ଆଜିଠାରୁ ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ ପାଇଁ ସର୍ଭେ ; ବାଣୀବିହାରଠାରୁ ଶିଶୁଭବନ ଛକ ଯାଏଁ ଚାଲିଛି ସର୍ଭେ..

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories