www.samajalive.in
Sunday, December 7, 2025
26.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ଶ୍ରୀମନ୍ଦିରରେ ରୋଷେଇରେ ଲୁହା କଡେଇ ବ୍ୟବହାର ଘଟଣା; ୩ ସୁପକାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ..
ଜଣେ ପାଳିଆ ସେବକ ମହାପ୍ରଭୁଙ୍କୁ ସେବାପୂଜାରୁ ନିଲମ୍ବିତ..

କାନପୁର ଟେଷ୍ଟ ଜିିତିଲା ଭାରତ, ୭ ଓ୍ବିକେଟରେ ୨ୟ ଟେଷ୍ଟ ଜିତିଲା ଭାରତ..

- Advertisement -

ଅକ୍ଟୋବର ୫ରେ ପିଏମ କିଷାନ୍ ଟଙ୍କା : ମହାରାଷ୍ଟ୍ରରୁ ସିଧାସଳଖ ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଇବେ ପ୍ରଧାନମନ୍ତ୍ରୀ ମୋଦୀ..

୯ କୋଟି ୫୦ ଲକ୍ଷ ଚାଷୀଙ୍କ ଖାତାକୁ ଆସିବ ୧୮ତମ କିସ୍ତି..

ଆଉ ମାତ୍ର ୪୮ ଘଣ୍ଟା ; ଏହି ୪ ରାଶିଙ୍କର ଜୀବନରେ ହେବ ବଡ ପରିବର୍ତ୍ତନ..

ଗାନ୍ଧୀ ଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କର ଆଉ ଏକ ଭେଟି : ଜନମନ ଯୋଜନାରେ ଓଡିଶାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ୧୪୭ କିମି ରାସ୍ତାର କରିବେ ଶିଳାନ୍ୟାସ..

ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ: ଆସନ୍ତା ୬ ତାରିଖରେ ସୃଷ୍ଟି ହେବ ଲୋ ପ୍ରେସର..

ପ୍ରଭାବରେ ୪ ତାରିଖରୁ ଆରମ୍ଭ ହେବ ବର୍ଷା, ୧୦ ଯାଏଁ ବର୍ଷିବା ସମ୍ଭାବନା, ଆଜି ପାଇଁ ୯ ଜିଲ୍ଲାକୁ ବିଜୁଳି , ଘଡଘଡି ସହ ବର୍ଷା ନେଇ ସତର୍କତା..

ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ବୁଡି ୨ ଯୁବକ ମୃତ..

ସ୍ୱାସ୍ଥ୍ୟ ପାଇଁ ଖୁବ୍‌ କ୍ଷତିକାରକ ଏସିର ଏହି ତାପମାତ୍ରା; ଜାଣନ୍ତୁ ହୁଏ କି କି ସମସ୍ୟା..

ଥୁଆମୁଳ ରାମପୁର ବ୍ଲକ୍ କିଆପଦର୍ ସରକାରୀ ହାଇସ୍କୁଲ ଅନ୍ତର୍ଗତ କସ୍ତୁରବା ହଷ୍ଟେଲର ଛାତ୍ରୀମାନେ ଜିଲ୍ଲାପାଳଙ୍କୁ ଭେଟି ସମସ୍ୟା ଜଣାଇବାକୁ ୨୫ କିମି ଚାଲିଲେ ୬୦ ଛାତ୍ରୀ..

ଗ୍ରାହକଙ୍କୁ ଝଟକା : ମାସ ଆରମ୍ଭରୁ ପୁଣି ବଢ଼ିଲା କମର୍ସିଆଲ ଗ୍ୟାସ୍‌ ସିଲିଣ୍ଡର ଦର, ୧୯ କେଜି ସିଲିଣ୍ଡର ଦର ୪୮ ଟଙ୍କା ୫୦ ପଇସା ବୃଦ୍ଧି..

ନିଜ ବନ୍ଧୁକରୁ ଗୁଳି ଫୁଟି ଆହତ ହେଲେ ଅଭିନେତା ଗୋବିନ୍ଦା
ଆହତ ଅବସ୍ଥାରେ ମୁମ୍ବାଇର ଏକ ହସ୍ପିଟାଲରେ ଭର୍ତ୍ତି
ଭୁଲବଶତଃ ଗୋବିନ୍ଦାଙ୍କ ଗୋଡରେ ଗୁଳି ବାଜିଥିବା ସୂଚନା..

ଏମିତି ଲୁଚାଇ ଆଣିଥିଲେ ୨୬ଟି ଆଇଫୋନ୍‌ ୧୬; ବିମାନ ବନ୍ଦରରେ ଧରାପଡିଲେ ମହିଳା..

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories