www.samajalive.in
Saturday, December 6, 2025
26.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ପୁରୀ ଶ୍ରୀମନ୍ଦିର ଅବଢାର ମାନ ଯାଞ୍ଚ ହେବ -ଆଇନମନ୍ତ୍ରୀ..

‘ସୁଭଦ୍ରା’ ସହାୟତା କିସ୍ତି ଅପେକ୍ଷାରେ ଥିବା ମହିଳାଙ୍କ ପାଇଁ ବଡ ଖବର, କେଉଁ ଦିନ ସୁଭଦ୍ରା ସହାୟତା ମିଳିବ ଆଜି ଆସିପାରେ ତାରିଖ..

- Advertisement -

ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା
ଭୁବନେଶ୍ବର ଓ କଟକରେ ସକାଳୁ ଲଗାଣ ବର୍ଷା..

ଭଦ୍ରକ, ବାଲେଶ୍ବର, ଜଗତସିଂହପୁର, କେନ୍ଦ୍ରାପଡା, କଟକ, ଖୋର୍ଦ୍ଧା, ପୁରୀ, କେନ୍ଦୁଝର, ଅନୁଗୁଳ, ନୟାଗଡ, ଢେଙ୍କାନାଳ, ମୟୁରଭଞ୍ଜ, ଗଞ୍ଜାମକୁ ୟେଲୋ ଓ୍ବାର୍ଣ୍ଣିଂ..

‘ସୁଭଦ୍ରା’ ପାଇଁ ବଡ ଖବର ; କେବେ ମିଳିବ ଟଙ୍କା, ଆଜି ତାରିଖ କହିବେ ଉପମୁଖ୍ୟମନ୍ତ୍ରୀ!

ଅକ୍ଟୋବର ମାସରୁ ମିଳିବ ରାସନ କାର୍ଡ ହିତାଧିକାରୀଙ୍କୁ ଗହମ
ଓଡ଼ିଶା ସମେତ ୯ ରାଜ୍ୟର ହିତାଧିକାରୀଙ୍କୁ ଚାଉଳ ସହ ମିଳିବ ଗହମ..

ଗହମ ଦେବାପାଇଁ କେନ୍ଦ୍ର ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରାଳୟର ଚିଠି
ମୋହନ ମାଝୀ ସରକାରଙ୍କ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ମିଳିତ ସମ୍ମିଳନୀ..

ମାତ୍ର ୧୪ ଦିନ ପରେ ଏହି ରାଶି ହେବେ ଭାଗ୍ୟଶାଳୀ: ବୁଧ ଚଳନ ପରେ ଚମକିବ ଭାଗ୍ୟ, ମିଳିବ ଧନ,ବ୍ୟବସାୟରେ ଉନ୍ନତି..

ଜିଲ୍ଲାପାଳଙ୍କ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ
ସରକାରଙ୍କ ଯୋଜନା ତୃଣମୂଳସ୍ତରରେ ପହଞ୍ଚାଇବା ଜିଲ୍ଲାପାଳଙ୍କ ଦାୟିତ୍ୱ..

ସରକାର ଓ ଲୋକଙ୍କ ମଧ୍ୟରେ ମୁଖ୍ୟ ସେତୁ ହେଲେ ଜିଲ୍ଲାପାଳ
ରାଜଧାନୀକୁ ଛାଡିଦେଲେ ଅନ୍ୟ ସବୁଠି ସରକାର କହିଲେ ଜିଲ୍ଲାପାଳ..

ପିତୃପକ୍ଷରେ ଭୁଲ୍‌ରେ ବି ଏସବୁ କରନ୍ତୁ ନାହିଁ ଦାନ: ନଚେତ୍‌ ହୋଇଯିବେ କାଙ୍ଗାଳ..

ଜିଲ୍ଲାପାଳଙ୍କ ନିକଟରେ ଲୋକଙ୍କ ସମସ୍ୟାର ସମାଧାନ ହୁଏ
ସରକାରୀ ଯୋଜନାର ସଫଳ ରୂପାୟନ ଓ କାର୍ଯ୍ୟକାରୀ ଜିଲ୍ଲାପାଳଙ୍କ ହାତରେ ରହିଛି.

ସରକାରୀ ଯୋଜନା କାର୍ଯ୍ୟକାରୀ ହେଲେ ଓଡ଼ିଶାରୁ ଗରିବୀ ହଟିବ..

ଆଜିଠୁ କାଜୁଆଲଟି ସେବା ବନ୍ଦ
ସରକାରଙ୍କ ଏସମା ସତ୍ତେ୍ୱ ୧୦ଦଫା ଦାବିରେ ଅଟଳ ନର୍ସିଂ କର୍ମଚାରୀ ସଂଘ
ଆଜିଠୁ ଓଟି, ଆଇସିୟୁ ଓ କାଜୁଆଲଟି ସେବା ବନ୍ଦ ପାଇଁ ଚେତାବନୀ..

ଲାଲ କବାଟ.. ଆଉ ଥରେ ମଞ୍ଜୁଲିକା ‘ଭୁଲ୍‌ ଭୁଲୈୟା ୩’ର ଟିଜର ହେଲା ରିଲିଜ୍‌, ଦୀପାବଳିରେ କରିବ ଧମାକା..

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories