www.samajalive.in
Friday, December 5, 2025
27.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ- ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ..

ରାଜ୍ୟପାଳଙ୍କ ପୁଅ ଜଣେ ସରକାରୀ ଅଧିକାରୀଙ୍କୁ ମାଡ ମାରିବା ଘଟଣା ବ୍ୟଥିତ କରିଛି..

- Advertisement -

ରାଜ୍ୟ ସରକାର ଆଇନ ଅନୁସାରେ କାର୍ଯ୍ୟ କରିବା ଉଚିତ- ନବୀନ..

ସଂସଦର ବଜେଟ ଅଧିବେଶନରେ ବିରୋଧୀଙ୍କ ହଙ୍ଗାମା..

ନିଟ୍‍ ପ୍ରସଙ୍ଗରେ ସରକାରଙ୍କୁ ଘେରିଲେ ବିରୋଧୀ..

ଗୋଟିଏ ପରେ ଗୋଟିଏ ପେପର ଲିକ୍‍ ଘଟଣା ସାମ୍ନାକୁ ଆସୁଛି..

ରାଜଧାନୀରେ ଧରାପଡିଲେ କୁଖ୍ୟାତ ଶଳା ଭିଣୋଇ ଗ୍ୟାଙ୍ଗ; କରୁଥିଲେ ଲୁଟ୍‌..

ଘଟଣାରେ କାର୍ଯ୍ୟାନୁଷ୍ଠାନ ଶୂନ..

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ବିବୃତି ଦେବା ବେଳେ ମାଇକ, କ୍ୟାମେରା ଓ ଲାଇଟ ବନ୍ଦ କରି ଦିଆଯାଇଥିବା ଅଭିଯୋଗ ଆଣିଲା ବିଜେଡି..

ଶ୍ରୀଲଙ୍କା ଗସ୍ତରେ ଟିମ୍‍ ଇଣ୍ଡିଆ..

ଶ୍ରୀଲଙ୍କା ଗସ୍ତ ପୂର୍ବରୁ ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଓ ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ସାମ୍ବାଦିକ ସମ୍ମିଳନୀ..

ଗମ୍ଭୀର କହିଲେ ରୋହିତ, ବିରାଟ ୨୦୨୭ ବିଶ୍ୱକପ ଖେଳିପାରିବେ..

ଯଦି ସେମାନେ ନିଜ ଫିଟନେସ୍‍ ବଜାୟ ରଖିପାରିବେ ତେବେ ୨୦୨୭ ବିଶ୍ୱକପ ଖେଳିପାରିବେ..

ଶୀଘ୍ର ରତ୍ନଭଣ୍ଡାର ସ୍ଥିତି ଯାଞ୍ଚ କରିବ ଏଏସଆଇ-ଆଇନ ମନ୍ତ୍ରୀ..

ଶ୍ରାବଣ ମାସ: ରାଶି ଅନୁଯାୟୀ ଅର୍ପଣ କରନ୍ତୁ ବାସ୍‌ ଏହି ଜିନିଷ, ଚମକିବ ଭାଗ୍ୟ..

ନାମ ଫଳକ ବିବାଦ: ଉତ୍ତରପ୍ରଦେଶ ସରକାରଙ୍କ ନିଷ୍ପତ୍ତି ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ..

ରାଜଧାନୀରେ ଧରାପଡିଲେ କୁଖ୍ୟାତ ଶଳା ଭିଣୋଇ ଗ୍ୟାଙ୍ଗ..

କରୁଥିଲେ ଲୁଟ୍‌,୩ ଜଣଙ୍କ ଠାରୁ ୪ଟି ସୁନା ଚେନ୍‌, ମୋବାଇଲ, ବାଇକ ଜବତ..

ରେଢାଖୋଲ : ଜ୍ୱାଇଁର ଶାବଳ ମାଡରେ ଶାଶୁ,ସ୍ତ୍ରୀ ମୃତ..

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories