www.samajalive.in
Saturday, December 6, 2025
26.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ଆସନ୍ତା ୨୪ ଘଣ୍ଟାରେ ଲଘୁଚାପର ରୂପ ନେବା ପରେ ପ୍ରଭାବରେ ଆସନ୍ତା ୩ ଦିନ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା..

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାହୁରେଖା ନୀତି, ଅପରାହ୍ନ ୨ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ..

- Advertisement -

ରତ୍ନଭଣ୍ଡାର ଯାଞ୍ଚ ଓ ମରାମତି ପାଇଁ ଏଏସଆଇ ଡିଜିଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଚିଠି..

ଉନ୍ନତମାନର ଯାଞ୍ଚ କରି ମରାମତି କାର୍ଯ୍ୟ ପୂର୍ଣ୍ଣାଙ୍ଗ କରିବାକୁ ଚିଠିରେ ଉଲ୍ଲେଖ..

ଲେଜର ସ୍କାନିଂ ଓ ଜିପିଆରଏସ୍ ଦ୍ଵାରା ଯାଞ୍ଚ ପାଇଁ ଅନୁରୋଧ,ସହଯୋଗ କରିବ ଶ୍ରୀମନ୍ଦିର ପ୍ରଶାସନ..

ଭୁବନେଶ୍ଵର: ଦେଶୀ ମଦ କାରଖାନା ଠାବ ହେବା ପରେ ସାଲିଆସାହିରେ ଚାଲିଲା ବୁଲଡୋଜର, ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଲେ ଡିସିପି ପ୍ରତୀକ ସିଂହ..

ଜନ୍ମାଷ୍ଟମୀରେ ଚମକିବ ଏହି ରାଶିଙ୍କ ଭାଗ୍ୟ..

ଭୋଗରାଇ ବ୍ଲକ କନିଷ୍ଠ ଯନ୍ତ୍ରୀ ମୋନାଲିସା ହେମ୍ବ୍ରମଙ୍କ ଝୁଲନ୍ତା ମୃତଦେହ ଭଡ଼ା ଘରୁ ଠାବ, ମୃତ୍ୟୁର କାରଣ ଅସ୍ପଷ୍ଟ, ଘଟଣାସ୍ଥଳରେ ପୁଲିସର ତନାଘନା..

ସୁଭଦ୍ରା ଯୋଜନା ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲା କଂଗ୍ରେସ,ସୁଭଦ୍ରା ଯୋଜନା ନାଁରେ ମହିଳାଙ୍କୁ ପ୍ରତାରଣା
ମିଛ କହି ଭୋଟ ନେଇ ଜିତିବା ପରେ ମହିଳାଙ୍କୁ ଠକିଛନ୍ତି..

ସମ୍ବଲପୁର: ଖୋଲିଲା ହୀରାକୁଦର ଆଉ ୮ଟି ଗେଟ୍: ମୋଟ୍ ୧୪ ଗେଟ୍ ଦେଇ ଜଳ ନିଷ୍କାସନ ଜାରି..

ବିଜେଡି ବିଧାୟକ ମାଧବ ଧଡ଼ା, ରୋମାଞ୍ଚ ବିଶ୍ୱାଳଙ୍କ ବିରୋଧରେ ଆସିଲା ନିନ୍ଦା ପ୍ରସ୍ତାବ, ଗ୍ରହଣ କଲେ ବାଚସ୍ପତି..

ଓଏସ୍ଆରଟିସି ସିଏଓ ବିଜୟ ମଙ୍ଗରାଜ୍ ଗିରଫ: ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ..

ଦେଖନ୍ତୁ ଭିଡିଓ ; ନଦୀ କୂଳରେ ବୁଲୁଥିଲା କୁକୁର, ଆଖି ପିଛୁଳାକେ ଝାମ୍ପି ନେଲା କୁମ୍ଭୀର..

କ୍ରିକେଟର ସମସ୍ତ ଫର୍ମାଟରୁ ସନ୍ନ୍ୟାସ ନେଲେ ଶିଖର ଧୱନ..

ଘରୋଇ ଓ ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ନ୍ୟାସ ଘୋଷଣା କଲେ ଶିଖର..

ଏସସିବିରୁ ବହିଷ୍କାର ହେଲେ ଡାକ୍ତର ଦିଲବାଗ୍‌‌ ସିଂହ..

ଦୁଇ ମହିଳାଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗରେ କାର୍ଯ୍ୟାନୁଷ୍ଠାନ..

ତାମିଲ, କନ୍ନଡ ପରେ ହିନ୍ଦୀରେ ଏହି ଦିନ ରିଲିଜ୍‌ ହେବ ତଙ୍ଗଲାନ,କରିବ ଜବରଦସ୍ତ ଧମାକା..

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories