www.samajalive.in
Saturday, December 6, 2025
15.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି: ସନ୍ଧ୍ୟାରେ ୩ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ..

ରତ୍ନ ଅଳଙ୍କାର ଗଣତି ମଣତି ପାଇଁ ଏସଓପି ପ୍ରସ୍ତୁତ..

- Advertisement -

ମରାମତି ପାଇଁ ଏଏସଆଇକୁ ହସ୍ତାନ୍ତର କରାଯିବ ରତ୍ନଭଣ୍ଡାର..

୫୦ ହଜାର ଲାଞ୍ଚ ନେଇ ଫସିଲେ ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀ..

ରେଳ ପାଇଁ ଓଡ଼ିଶାକୁ ୧୦ ହଜାର ୫୮୬ କୋଟି ଟଙ୍କାର ଅନୁଦାନ..

ସୋମବାରରୁ ରବିବାର : ଚକଟା ଅଟାରେ ମିଶାନ୍ତୁ ବାସ୍‌ ଏହି ଜିନିଷ, କେମିତି ଚମକିବ ଭାଗ୍ୟ..

ସମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ ରେଳମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ..

ଆଜି ସନ୍ଧ୍ୟାରେ ରାଜ୍ୟ କ୍ୟାବିନେଟ ବୈଠକ..

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ..

ସାରା ରାଜ୍ୟରେ ଜାରି ରହିଛି ବର୍ଷା..

ପୂର୍ବ ମଧ୍ୟପ୍ରଦେଶ-ଛତିଶଗଡ ନିକଟରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୩ ଦିନ ପ୍ରବଳ ବର୍ଷା ସମ୍ଭାବନା..

କାଠମାଣ୍ଡୁ : ବଡ ଅଘଟଣ, ଉଡାଣ ଭରିବା ପରେ ଜଳିଗଲା ବିମାନ..

ରାତି ଗୋଟାଏ ପରେ ଅଛି କି ଶୋଇବା ଅଭ୍ୟାସ? ଜାଣନ୍ତୁ..

ବିମାନ ଦୁର୍ଘଟଣା ପରେ ନିଆଁ ଲାଗି ୧୮ ଯାତ୍ରୀଙ୍କ ମୃତ୍ୟୁ ଘଟିଛି..

ରାୟଗଡା: ଅଧିଷ୍ଠାତ୍ରୀ ଦେବୀ ମା ମଝିଘରିଆଣୀଙ୍କ ଦାନ ବାକ୍ସ ଗଣତି..

୪ମାସ ପରେ ଦାନ ବାକ୍ସ ଖୋଲାଯାଇ ଗଣତି ଆରମ୍ଭ..

ଫିଟ୍‌ନେସ୍ ନଥିଲେ ସିଜ୍ ହେବ ଗାଡି: ସଡକ ସୁରକ୍ଷା ନିୟମ ପାଳିବାକୁ ପରିବହନ ମନ୍ତ୍ରୀଙ୍କ ନିର୍ଦେଶ..

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories