www.samajalive.in
Saturday, December 6, 2025
17.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

୨୬ରୁ ବଢିବ ବର୍ଷା..

ଜୁନ୍ ୨୬ ବେଳକୁ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ..

- Advertisement -

ସୁପ୍ରିମକୋର୍ଟରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ମିଳିଲାନି ଆଶ୍ୱସ୍ତି..

କେଜ୍ରିୱାଲଙ୍କ ଅନ୍ତରୀଣ ଜାମିନ୍ ଉପରେ ଦିଲ୍ଲୀ ହାଇକୋର୍ଟ ଲଗାଇଥିବା ରୋକକୁ ହଟାଇବା ପାଇଁ ସୁପ୍ରିମକୋର୍ଟ ମନା କରି ଦେଇଛନ୍ତି..

କେନ୍ଦୁଝର: ନିଜ ଗାଁ ମାଟିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି..

ବିରାଟ ରୋଡ୍‌‌ ଶୋ’ରେ କେନ୍ଦୁଝର ଜିଲାର ରାଇକଳା ଗାଁରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ..

ଫୁଲ ପକାଇ ବିପୁଳ ସ୍ୱାଗତ କଲେ ଅଞ୍ଚଳବାସୀ..

ଆସନ୍ତା ୫ ଦିନ ପର୍ଯ୍ୟନ୍ତ ବର୍ଷା ; ୨୬ରୁ ବର୍ଷିବ..

ରାଜ୍ୟରେ ଦର ବୃଦ୍ଧିକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର..

ହୋଡିଂ ଉପରେ ନଜର ରଖିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ..

ଆଳୁ, ପିଆଜ ଯୋଗାଇବାକୁ ନାଫେଡକୁ କୁହାଯିବ..

ପ୍ରତି ବ୍ଲକରେ ଶୀତଳ ଭଣ୍ଡାର ହେବ, ମୁଖ୍ୟମନ୍ତ୍ରୀଙ୍କ ସହ ଏସମ୍ପର୍କରେ ଆଲୋଚନା ହୋଇଛି..

ଆଉ ମାତ୍ର ୨୪ ଘଣ୍ଟା ପରେ ଏହି ରାଶିଙ୍କ ଭାଗ୍ୟ ଚମକାଇବେ ବୁଧ, ମିଳିବ ଧନ, ଚାକିରି..

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories