www.samajalive.in
Saturday, December 6, 2025
16.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ଆଜି ରାଜ୍ୟ ବଜେଟ୍..

ଚଳିତ ବର୍ଷର ପୂର୍ଣ୍ଣାଙ୍ଗ ବଜେଟକୁ ଗୃହରେ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ..

- Advertisement -

ଭିଜିଲାନ୍ସ ଜାଲରେ ବଲାଙ୍ଗିର ଲୋୟର ସୁକତେଲ ମୁଖ୍ୟ ନିର୍ମାଣ ଯନ୍ତ୍ରୀ ; କୁବେର ଯନ୍ତ୍ରୀଙ୍କ ୩୪ଟି ପ୍ଲଟ, ମାଳ ମାଳ କୋଠା

୨୮ରେ ଖୋଲିବ ହୀରାକୁଦ ଗେଟ୍‌ ; ନିଷ୍କାସନ ହେବ ପ୍ରଥମ ବନ୍ୟାଜଳ..

ସାମ୍ବାଦିକାଙ୍କୁ ହତ୍ୟା ଅଭିଯୋଗରେ ସ୍ୱାମୀ ଗିରଫ..

ଦେଢଶୂରଙ୍କୁ କ୍ୟାପିଟାଲ ଥାନା ପୁଲିସ ଅଟକ ରଖିଛି..

ଭୁବନେଶ୍ଵର: ଓଏଏସ ଅଧିକାରୀ ଦେବ ପ୍ରସାଦ ଦାଶଙ୍କ ଉପରୁ ନିଲମ୍ବନ ଉଠିଲା..

୨୯ ଜୁଲାଇରେ ଗଜକେସରୀ ଯୋଗ : ଭୋଳାଶଙ୍କର ଚମକାଇବେ ଏହି ରାଶିଙ୍କ ଭାଗ୍ୟ, ମିଳିବ ଧନ,ଚାକିରି..

ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ବିଭାଗର ଯୁଗ୍ମ ସଚିବ ଦାୟିତ୍ଵ ଦେଲେ ରାଜ୍ୟ ସରକାର..

ସକ୍ରିୟ ମୌସୁମୀ: ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା..

ଆଜି ପାଇଁ ୧୩ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ, ୨୮ ଯାଏଁ ପ୍ରବଳ ବର୍ଷିବ..

ବଢିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କ ନ୍ୟାୟିକ ହେପାଜତ ଅବଧି, ଅଗଷ୍ଟ ୮ ପର୍ଯ୍ୟନ୍ତ ହେପାଜତ ଅବଧି ବୃଦ୍ଧି କଲେ ଦିଲ୍ଲୀ ରାଉଜ୍ ଆଭେନ୍ୟୁ କୋର୍ଟ

ଚଣ୍ଡୀଗଡ଼: ପଞ୍ଜାବରେ ୭ ସନ୍ଦିଗ୍ଧ ଆତଙ୍କବାଦୀ ଚିହ୍ନଟ, ସମସ୍ତଙ୍କ ସ୍କେଚ ଜାରି କଲା ପୁଲିସ, ପଠାନକୋଟରେ ହାଇ ଆଲର୍ଟ..

ଖଲ୍ଲିକୋଟ ଥାନା ମରେଇ ନୂଆଗାଁରେ ଅଭାବନୀୟ ଘଟଣା: ପୋଖରୀରେ ବୁଡି ଭାଇଭଉଣୀ ମୃତ, ଜଣେ ଗୁରୁତର..

Hot this week

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories