www.samajalive.in
Saturday, December 6, 2025
19.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବନକଲାଗି ନୀତି , ଗୁନ୍ତ ନୀତି ଥିବାରୁ ୫ ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ..

ଆସନ୍ତା ୨୯ ତାରିଖ ଅପରାହ୍ନରେ ଓଡିଶାରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ , ସାଧାରଣ ସଭାକୁ କରିବେ ସମ୍ବୋଧନ, ରାଜଭବନ ପର୍ଯ୍ୟନ୍ତ ରୋଡ୍ ଶୋ କାର୍ଯ୍ୟକ୍ରମ, ଦଳୀୟ କାର୍ଯ୍ୟାଳୟକୁ ଆସି କର୍ମକର୍ତ୍ତାଙ୍କୁ ଦେବେ ଗୁରୁମନ୍ତ୍ର..

- Advertisement -

ଆଜି ବିଧାନସଭା ଶୀତକାଳୀନ ଅଧିବେଶନର ଦ୍ଵିତୀୟ ଦିନ..

ରାଜ୍ୟରେ ୧ ଲକ୍ଷ ୭୭ ହଜାର ୬୮ ଭୂତ ରାସନ ଚାଉଳ ଖାଉଥିଲେ,ଚାଲୁ ରହିଥିବା ଇ-କେୱାଇସି ପ୍ରକ୍ରିୟାରୁ ଏହି ମୃତ ହିତାଧିକାରୀଙ୍କ ବିଷୟରେ ଜଣାପଡିଛି। ସେମାନଙ୍କୁ ବାଦ୍‌ ଦିଆଯାଇଛି ବୋଲି ବୁଧବାର ବିଧାନସଭାରେ ବାଲେଶ୍ୱର ବିଧାୟକ ମାନସ କୁମାର ଦତ୍ତଙ୍କ ପ୍ରଶ୍ନରେ ଏହି ଉତ୍ତର ଦେଇଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର..

ଅଙ୍ଗନବାଡ଼ି ପାଚିକାଙ୍କ ଦରମା ବିଲ୍ କରାଇ ଦେବାକୁ ୧୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗଞ୍ଜାମ ଜିଲ୍ଲା ବେଗୁନିଆପଡା ସିଡିପିଓ ସନ୍ଧ୍ୟାରାଣୀ ପାଣିଗ୍ରାହୀଙ୍କୁ ଗିରଫ କରିଛି ଭିଜିଲାନ୍ସ..

ବୃହସ୍ପତି ଚଳନ: ୧୨ ବର୍ଷ ପରେ ଶୁଭ ଯୋଗ, ୨୦୨୫ରେ ଏହି ୫ ରାଶି ହେବେ ଭାଗ୍ୟଶାଳୀ, ମାଲାମାଲ୍‌..

ଆଜି ବଙ୍ଗୋପସାଗରରେ ବତ୍ୟାର ରୂପ ନେବ ଗଭୀର ଅବପାତ, ସମ୍ଭାବ୍ୟ ବାତ୍ୟାର ନାଁ ଫେଙ୍ଗାଲ, ୨୯ ତାରିଖରେ ତାମିଲନାଡୁ ଏବଂ ଶ୍ରୀଲଙ୍କା ଉପକୂଳରେ ସ୍ଥଳଭାଗ ଛୁଇଁବା ସମ୍ଭାବନା, ଓଡିଶା ଉପରେ ପଡିବନି କୌଣସି ପ୍ରଭାବ..

ଆଜି କାର୍ଯ୍ୟରେ ଯୋଗ ଦେଲେ ପୂର୍ବତନ ଆଇଏଏସ ଭି କାର୍ତିକେୟନ ପାଣ୍ଡିଆନଙ୍କ ପତ୍ନୀ ତଥା ଆଇଏଏସ ସୁଜାତା କାର୍ତିକେୟନ ପାଣ୍ଡିଆନ, ୬ ମାସ ଛୁଟିରେ ରହିବା ପରେ ଆଉ ୬ ମାସ ଛୁଟି ପାଇଁ ଆବେଦନ କରିଥିଲେ
ରାଜ୍ୟ ସରକାର ଛୁଟି ଆବେଦନ ଅଗ୍ରାହ୍ୟ କରିବା ପରେ କାର୍ଯ୍ୟରେ ଯୋଗ ଦେଲେ
ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ଯୋଗ ଦେଲେ ଆଇଏଏସ ସୁଜାତା..

ଭିଜିଲାନ୍ସ ଜାଲରେ କେନ୍ଦୁଝର ଜୁନିଅର ଖଣି ଅଧିକାରୀ: ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଖଣି ଅଧିକାରୀ ପଦ୍ମନାଭ ହୋତାଙ୍କ ଘରେ ଭିଜିଲାନ୍ସ ,ଭୁବନେଶ୍ଵର, କେନ୍ଦୁଝର, ଯାଜପୁର ସମେତ ୭ଟି ସ୍ଥାନରେ ରେଡ୍..

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories