www.samajalive.in
Saturday, December 6, 2025
26.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ବ୍ୟାଙ୍କରେ ଭୟାବହ ଅଗ୍ନିକାଣ୍ଡ..

ବାରିପଦା ବ୍ୟାଙ୍କ ଅଫ୍‌‌ ଇଣ୍ଡିଆ କାର୍ଯ୍ୟାଳୟର ତୃତୀୟ ମହଲାରେ ଲାଗିଛି ନିଆଁ..

- Advertisement -

୩ଜଣ ଅସୁସ୍ଥ, କିଛି ଲୋକ ଫସିଥିବା ସୂଚନା..

କଂଗ୍ରେସ ଛାଡିଲେ ବରିଷ୍ଠ ନେତା ଦୁଲାଲ ପ୍ରଧାନ..

ଟିକେଟ ବଦଳିକୁ ନେଇ ଅଧ୍ୟକ୍ଷ ମଲ୍ଲିକାର୍ଜ୍ଜୁନ ଖଡଗେଙ୍କୁ ପଠାଇଲେ ଇସ୍ତଫାପତ୍ର..

ରାଜ୍ୟରେ ଅଂଶୁଘାତରେ ୨ ମୃତ- ସ୍ୱାସ୍ଥ୍ୟ ବିଭାଗ ସୂଚନା..

ଅକ୍ଷୟ ତୃତୀୟାରେ ବିଶେଷ ସଂଯୋଗ; ଖାଲି ସୁନା-ଚାନ୍ଦି ନୁହେଁ, ଏସବୁ କିଣିଲେ ବର୍ଷିବ ମା’ଲକ୍ଷ୍ମୀଙ୍କ କୃପା, ହେବ ଧନ ବର୍ଷା..

ଭୁବନେଶ୍ୱର : ସାଢେ ୨ଟା ସୁଦ୍ଧା କେନ୍ଦୁଝର ତାପମାତ୍ରା ସର୍ବାଧିକ ୪୩ ଡିଗ୍ରୀ ରେକର୍ଡ, ଭୁବନେଶ୍ୱର ୪୧.୩ ଡିଗ୍ରୀ..

ମେ ୨୫ରେ କେନ୍ଦୁଝର, ଢେଙ୍କାନାଳ , କଟକ , ପୁରୀ ଏବଂ ଭୁବନେଶ୍ଵର ସଂସଦୀୟ କ୍ଷେତ୍ରରେ ସକାଳ ୭ଟାରୁ ସନ୍ଧ୍ୟା ୬ଟା ଯାଏଁ ଭୋଟ୍ ..

କେମିତି କଟିବ ଏହି ସପ୍ତାହ? ୪ ରାଶିର ସୁନାଭଳି ଚମକିବ ଭାଗ୍ୟ, ବ୍ୟବସାୟରେ ହେବ ଲାଭ..

ସମ୍ବଲପୁର ଲୋକସଭା କ୍ଷେତ୍ରର କୁଚିଣ୍ଡା, ରେଢାଖୋଲରେ ସକାଳ ୭ଟାରୁ ୪ଟା ଏବଂ ଦେବଗଡରେ ସକାଳ ୭ଟାରୁ ଅପରାହ୍ନ ୫ଟା ଯାଏଁ ଭୋଟ୍ ଗ୍ରହଣ..

ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି ; ଆଜିଠୁ ମେ ୬ ତାରିଖ ଯାଏଁ ନାମାଙ୍କନ ଦାଖଲ..

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories