www.samajalive.in
Sunday, December 7, 2025
26.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ଦିନକ ପରେ ପୟା ଶ୍ରାଦ୍ଧ ଓ ଦୀପାବଳି..  ଏଥିପାଇଁ ପୁରୀରେ ସ୍ଵତନ୍ତ୍ର ବ୍ୟବସ୍ଥା, ସିଂହଦ୍ଵାର ଏବଂ ନିର୍ଦ୍ଦିଷ୍ଟ ଚିହ୍ନିତ ସ୍ଥାନରେ କାଉଁରିଆ ଜାଳି ପାରିବେ ଶ୍ରଦ୍ଧାଳୁ, ଭିଡ ନିୟନ୍ତ୍ରଣ ପାଇଁ ପୁଲିସର ବ୍ୟାପକ ବ୍ୟବସ୍ଥା..

ସୁନ୍ଦରଗଡରେ ଗୋଷ୍ଠୀ ସଂଘର୍ଷ, ୫ ମୃତ.. ସଦର ଥାନା କରମଡିହି ଗୀତାପଡାରେ ମଧ୍ୟରାତ୍ରିରେ ଦୁଇ ଯାଜାବର ଗୋଷ୍ଠୀଙ୍କ ମଧ୍ୟରେ ଭୟଙ୍କର ସଂଘର୍ଷ, ୩ ମହିଳାଙ୍କ ସମେତ ୫ ମୃତ, ଦୁଇ ଆହତ.. ସୁନ୍ଦରଗଡ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି.. ପରକୀୟା ପ୍ରୀତିରୁ ସଂଘର୍ଷ ସୂଚନା..

- Advertisement -

ଡେରାବିଶ ସିଡିପିଓ ସ୍ନେହଲତା ସାହୁଙ୍କୁ ଅପସାରଣ.. ନିରପେକ୍ଷ ତଦନ୍ତ ପାଇଁ ବ୍ଲକ ଅଫିସରୁ ଅପସାରଣ କରାଯାଇଥିବା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ଟ୍ବିଟ୍.. ସିଡିପିଓଙ୍କ ନିର୍ଯ୍ୟାତନାରୁ କିରାଣୀଙ୍କ ଗର୍ଭ ନଷ୍ଟ ଅଭିଯୋଗ ଥିଲା.. ଏ ନେଇ ଜିଲ୍ଲାପାଳଙ୍କୁ ତଦନ୍ତ ନିର୍ଦେଶ ଦେଇଥିଲେ ଉପମୁଖ୍ୟମନ୍ତ୍ରୀ..

 

ନଭେମ୍ବର ମାସରୁ ନୂଆ ରାସନ କାର୍ଡ ପାଇବେ ହିତାଧିକାରୀ.. କହିଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର..

ତୃତୀୟ ପର୍ଯ୍ୟାୟରେ ଅଙ୍ଗନବାଡି କର୍ମୀଙ୍କୁ ମିଳିବ ସୁଭଦ୍ରା ଟଙ୍କା.. ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ସୂଚନା..

ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗଙ୍କ ବିରୋଧରେ ପତ୍ନୀହତ୍ୟା ମାମଲା: ଗୁଣପୁରର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗଙ୍କ ଆଜୀବନ କାରାଦଣ୍ଡାଦେଶ ହାଇକୋର୍ଟରେ କାଏମ.. ଭୁବନେଶ୍ୱର ଅତିରିକ୍ତ ଜିଲା ଜଜଙ୍କ ଆଦେଶ ବିରୋଧରେ ଗମାଙ୍ଗ ଦାଖଲ କରିଥିବା ଆବେଦନ ଖାରଜ..

Hot this week

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

Related Articles

Popular Categories