www.samajalive.in
Saturday, December 6, 2025
26.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ଓଡ଼ିଶା ଗସ୍ତର ୩ୟ ଦିନରେ ଭୁବନେଶ୍ଵରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେଲେ ରାଷ୍ଟ୍ରପତି.. ଭୁବନେଶ୍ଵର ନ୍ୟାୟିକ ଅଦାଲତର ନୂତନ ଅଟ୍ଟାଳିକା ଉଦ୍‌ଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ.. ଏହା ପୂର୍ବରୁ ଓୟୁଏଟିର ୪୦ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଦେଲେ ଉଦବୋଧନ..

ମହାରାଷ୍ଟ୍ରର ନୂତନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଦେବେନ୍ଦ୍ର ଫଡନବିସ୍..

- Advertisement -

କେନ୍ଦୁଝର ଓ ଦେବଗଡରେ ସୁନା ଖଣିର ସନ୍ଧାନ ମିଳିଛି.. ବିଧାନସଭାରେ କହିଲେ ଖଣି ମନ୍ତ୍ରୀ ବିଭୂତି ଜେନା..

ଗୋ ହତ୍ୟା ବନ୍ଦ ପାଇଁ ଆସିବ ଆଇନ.. ଆସାମ ପରି ଓଡ଼ିଶାରେ ବି ବନ୍ଦ ହେବ ଗୋ ହତ୍ୟା.. ରାଜ୍ୟରେ ବନ୍ଦ ହେବ ଗୋ ମାଂସ ଓ ଗୋ ଚାଲାଣ.. କହିଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ..

ରାଜ୍ୟରେ କେହି ଆଦିବାସୀଙ୍କ ଜମି ଦଖଲ କରିପାରିବେନି.. ବିଧାନସଭା ପ୍ରଶ୍ନକାଳରେ ଉତ୍ତର ରଖି କହିଛନ୍ତି ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ..

Hot this week

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories