www.samajalive.in
Saturday, December 6, 2025
19.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ନବରାତ୍ରି ପାଇଁ ଶକ୍ତିପୀଠରେ ଚାଲିଛି ମାଆଙ୍କ ଷୋଡଶ ଉପଚାର ପୂଜା: ଚଳଚଞ୍ଚଳ ପୁରପଲ୍ଲୀ, ଚଣ୍ଡିପାଠରେ ପ୍ରକମ୍ପିତ ହେଉଛି ପୀଠ..

ଘୋଷଣା ହେଲା ଯୁକ୍ତ ଦୁଇ ପରୀକ୍ଷା ତାରିଖ
ଡିସେମ୍ବର ୨୬ରୁ ୩୦ଯାଏଁ ହେବ ଇଣ୍ଟରନାଲ ପରୀକ୍ଷା..

- Advertisement -

ଜାନୁଆରୀ ୨ରୁ ୧୨ ଭିତରେ ହେବ ପ୍ରାକ୍ଟିକାଲ ପରୀକ୍ଷା
ଫେବୃଆରୀ ୧୫ରୁ ମାର୍ଚ୍ଚ ୨୦ ଭିତରେ ମୁଖ୍ୟ ପରୀକ୍ଷା..

୩୫ ବର୍ଷ ବୟସ ପରେ.. ଧନ ଠାରୁ ଆରମ୍ଭ କରି ସଫଳତା ପାଆନ୍ତି ଏହି ତାରିଖରେ ଜନ୍ମ ହୋଇଥିବା ବ୍ୟକ୍ତି, ସବୁ ସ୍ୱପ୍ନ ହୁଏ ପୂରଣ..

କଟକ : ରାବଣ ପୋଡିରେ ହେବନି ବାଣ ପ୍ରତିଯୋଗିତା, ସୁରୁଖୁରୁରେ ରାବଣପୋଡି ଉପରେ ହାଇକୋର୍ଟଙ୍କ ଗୁରୁତ୍ୱ..

ବିଜୁଳି, ଘଡଘଡି ସହ ବର୍ଷା ନେଇ ୪ ଜିଲ୍ଲାକୁ ୟେଲୋ ଆଲର୍ଟ, ଆଗାମୀ ୩ ଘଣ୍ଟା ପାଇଁ ଭଦ୍ରକ, କେନ୍ଦ୍ରାପଡା, କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ବର୍ଷା ସମ୍ଭାବନା..

ଭୁବନେଶ୍ଵର: ଡମଣା ଛକରେ କାରକୁ ପଛରୁ ପିଟିଲା ହାଇଓ୍ବା, କାର ଡ୍ରାଇଭର ସହ ଯାତ୍ରୀ ଗୁରୁତର, କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି, କାରଟି ରାସ୍ତାରେ ଛିଡା ହୋଇଥିବାବେଳେ ଧକ୍କା ଦେଇଥିଲା ହାଇଓ୍ବା..

୯କୋଟି ୫୦ଲକ୍ଷ ଚାଷୀଙ୍କ ଆକାଉଣ୍ଟକୁ ଯାଇଛି ପିଏମ୍‌‌ କିଷାନ ଟଙ୍କା। ମହାରାଷ୍ଟ୍ରର ୱାସିମରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗ ଦେଇ ୨୦ହଜାର କୋଟିରୁ ଅଧିକ ଟଙ୍କା ଚାଷୀଙ୍କ ଖାତାକୁ ପଠାଇଛନ୍ତି..

୧୦ ଅକ୍ଟୋବରରରୁ ଏହି ରାଶିଙ୍କୁ ଭାଗ୍ୟଶାଳୀ କରିବ ବୁଧଙ୍କ ରାଶି ପରିବର୍ତ୍ତନ..

ଲକ୍ଷ୍ମୀ ବସ୍ ଚଳାଚଳକୁ ବିରୋଧ କରି ଆନ୍ଦୋଳନ ଡାକରା ଦେଲା ପଶ୍ଚିମାଞ୍ଚଳ ଓ ଦକ୍ଷିଣାଞ୍ଚଳ ବସ୍ ମାଲିକ ସଂଘ, ସରକାର ନ ଶୁଣିଲେ ଆସନ୍ତା ୭ ଓ ୮ ତାରିଖରେ ୨୪ ଘଣ୍ଟିଆ ବସ୍ ଚଳାଚଳ ବନ୍ଦ ରଖିବାକୁ ଚେତାବନୀ..

ଜଗତସିଂହପୁରର ଅଧିଷ୍ଠାତ୍ରୀ ଦେବୀ ମା’ଶାରଳା ମନ୍ଦିରରେ ବଦଳିଲା ଘିଅ,ଭଣ୍ଡାରରେ ଗଚ୍ଛିତ ଥିବା ୨୫ ଟିଣ ଘିଅ ଫେରସ୍ତ ପରେ ଆସିଲା ନୂଆ ଘିଅ..

ଭିଡିଓରେ ଦେଖନ୍ତୁ; କେମିତି ଚଳନ୍ତା ଟ୍ରେନ୍‌ରେ ଝରକା କଡରୁ ପିଲାଟି ହାତରୁ ଚୋରି ହେଲା ମୋବାଇଲ୍‌..

 

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories