www.samajalive.in
Sunday, December 7, 2025
26.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ପୁରୀ : ମହାପ୍ରଭୁଙ୍କ ନବଦିନାତ୍ମକ ଯାତ୍ରା ; ଶରଧାବାଲିରେ ତିନି ରଥ..

ଓଡ଼ିଆ ଖେଳାଳିଙ୍କ ଲାଗି ପ୍ରୋତ୍ସାହନ ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ..

- Advertisement -

ପ୍ୟାରିସ୍‍ ଅଲିମ୍ପିକ୍ସ ପୂର୍ବରୁ କିଶୋର ଜେନା ଏବଂ ଅମିତ ରୋହିଦାସଙ୍କ ପାଇଁ ୧୫ଲକ୍ଷ ଟଙ୍କାର ପ୍ରୋତ୍ସାହନ ରାଶି ଘୋଷଣା..

ବହୁମତ ସାବ୍ୟସ୍ତ କଲେ ହେମନ୍ତ ସୋରେନ: ସରକାରଙ୍କ ପକ୍ଷରେ ପଡିଲା ୪୫ଭୋଟ..

ଜୁଲାଇ ୮ରୁ କେତୁ ଚମକାଇବେ ଏହି ରାଶିଙ୍କ ଭାଗ୍ୟ ; ହଠାତ୍ ମିଳିବ ଧନ, ଚାକିରି..

ଦୁଇ କଣ୍ଠଶିଳ୍ପୀଙ୍କ ନାଁରେ ଥାନାରେ ଏତଲା, ଗାୟକ ହ୍ୟୁମାନ ସାଗର ଓ ରୁକୁ ସୁନାଙ୍କ ନାଁରେ ଏତଲା, ଜଗନ୍ନାଥ ଭଜନକୁ କଦର୍ଥ କରି ଗାଇଥିବା ଅଭିଯୋଗ..

ସରକାରୀ ଏବଂ ବେସରକାରୀ ଇଞ୍ଜିନିୟରିଂ ମହାବିଦ୍ୟାଳୟ ଏବଂ ଘରୋଇ ବିଶ୍ବବିଦ୍ୟାଳୟରେ ସ୍ନାତକ ଓ ସ୍ନାତକୋତ୍ତର(ପିଜି) ବୈଷୟିକ ପାଠ୍ୟକ୍ରମରେ ନାମଲେଖାଇବା ପାଇଁ ଆଜିଠୁ କାଉନସେଲିଂ ଆରମ୍ଭ..

୩ ମାସ ପାଇଁ ଜିଓର ସବୁଠାରୁ ଶସ୍ତା ପ୍ଲାନ୍; କେବଳ ଏଥିରେ ଅନ୍ୟ କେଉଁଥିରେ ନୁହେଁ..

ଆଜି ଦୁଇ ଦିନିଆ ରୁଷ୍ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ..

ମସ୍କୋରେ ୨୨ତମ ଭାରତ-ରୁଷ୍ ବର୍ଷିକ ଶିଖର ସମ୍ମିଳନୀରେ ହେବେ ସାମିଲ..

ଦୁଇ ଦେଶ ମଧ୍ୟରେ ବହୁମୂଖୀ ସମ୍ପର୍କର ହେବ ସମୀକ୍ଷା..

 

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories