www.samajalive.in
Sunday, December 7, 2025
23.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ବାଣୀବିହାର ବିଶ୍ୱବିଦ୍ୟାଳୟରେ ଆସୋସିଏଟ୍‌‌ ପ୍ରଫେସର ନିଲମ୍ବିତ,ପ୍ରଫେସରଙ୍କ ନାଁରେ ଯୌନ ନିର୍ଯାତନା ଅଭିଯୋଗ ହୋଇଥିଲା..

ଅଗଷ୍ଟ ୧୬ରେ ଘଟିଥିଲା ଘଟଣା
ଆଇସିସି ରିପୋର୍ଟ ଆଧାରରେ କୂଳପତି କଲେ ନିଲମ୍ବିତ..

- Advertisement -

ଗୋଟିଏ ଦେଶ ଗୋଟିଏ ନିର୍ବାଚନକୁ କେନ୍ଦ୍ର କ୍ୟାବିନେଟ ମଞ୍ଜୁରୀ
ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ରିପୋର୍ଟକୁ ମଞ୍ଜୁରୀ

ସନାତନ ମହାକୁଡଙ୍କୁ ଆଶ୍ୱସ୍ତି
ଚମ୍ପୁଆ ବିଧାନସଭା ନିର୍ବାଚନୀ ମାମଲା ଖାରଜ କଲେ ହାଇକୋର୍ଟ..

ଆକାଶ ମାର୍ଗରୁ ବନ୍ୟା ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ବନ୍ୟା ପରିସ୍ଥିତି ଉଦବେଗଜନକ କହିଲେ..

ପ୍ରଧାନମନ୍ତ୍ରୀଙ୍କୁ ଉପହାରରେ ମୁଖ୍ୟମନ୍ତ୍ରୀ ଦେଲେ ୧୦ ଟଙ୍କିଆ ନୋଟ୍‌, ଜାଣନ୍ତୁ କ’ଣ ପାଇଁ ଖାସ୍‌ ଏହି ନୋଟ୍‌..

୬ଟି ବ୍ଲକରେ ୮ହଜାର ହେକ୍ଟର ଜମି ଜଳମଗ୍ନ, ୩ଟି ବ୍ଲକର ୩୫ଟି ଗ୍ରାମପଞ୍ଚାୟତ ଅଧିକ ପ୍ରଭାବିତ..
ପାଣି ଘେରରେ ଥିବା ତଳିଆ ଅଞ୍ଚଳରୁ ୨ହଜାର ଲୋକଙ୍କୁ ସୁରକ୍ଷିତ ସ୍ଥାନାନ୍ତର କରାଯାଇଛି
ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଥିବା ଗାଁରୁ ଲୋକଙ୍କୁ ଊର୍ଦ୍ଧ୍ବାର କରାଯାଉଛି
ଜିଲାସ୍ତରୀୟ ଅଧିକାରୀ ୨୪ଘଣ୍ଟିଆ ନଜର ରଖିଛନ୍ତି..

ଖୁବଶୀଘ୍ର କ୍ଷତିଗ୍ରସ୍ତ ଚିଟଫଣ୍ଡ ଜମାକାରୀ ଫେରିପାଇବେ ଟଙ୍କା
ଟଙ୍କା ଫେରସ୍ତ ନେଇ ପ୍ରକ୍ରିୟା ଆରମ୍ଭ ହୋଇଥିବା କହିଲେ ବିଜେପି ସଭାପତି ମନମୋହନ ସାମଲ
ଏନେଇ ରାଜ୍ୟ ସରକାର ଏକ କମିଟି ଗଠନ କରିଛନ୍ତି
ଟଙ୍କା ଫେରସ୍ତ ଆନଇ ଆଇନଗତ ତର୍ଜମା କରୁଛି କମିଟି

ଭରତପୁର ଥାନାରେ ମେଜରଙ୍କୁ ମାଡ ଘଟଣାରେ ୫ ପୁଲିସ୍ ନିଲମ୍ବିତ, ୫ ପୁଲିସ୍ କର୍ମଚାରୀଙ୍କ ବିରୋଧରେ ଡିଜିପିଙ୍କ କାର୍ଯ୍ୟାନୁଷ୍ଠାନ, ଭରତପୁର ଥାନାର ପୂର୍ବତନ ଆଇଆଇସି ଦୀନକୃଷ୍ଣ ମିଶ୍ର ସସପେଣ୍ଡ, ଏସଆଇ ବୈଶାଳିନୀ ପଣ୍ଡା, ଏଏସଆଇ ସଲିଳବୟୀ ସାହୁ ଓ ସାଗରିକା ରଥ ସସ୍‌ପେଣ୍ଡ, କନଷ୍ଟେବଳ ବଳରାମ ହାଁସଦା ମଧ୍ୟ ନିଲମ୍ବିତ

ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲା
ରାଜଧାନୀର ପୁଲିସ ସେବା ଭବନ ଆଗରେ ଆନ୍ଦୋଳନ
କଡା କାର୍ଯ୍ୟାନୁଷ୍ଠାନ ଦାବିରେ ପୂର୍ବତନ ସେନା କର୍ମଚାରୀଙ୍କ ଆନ୍ଦୋଳନ
ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି
ଘଟଣାକୁ ଦୁର୍ଭାଗ୍ୟଜନକ କହିବା ସହ ତୀବ୍ର ନିନ୍ଦା କରିଛନ୍ତି

କୋଣାର୍କ ସୂର୍ଯ୍ୟମନ୍ଦିରରେ ୬ଜଣିଆ ଏଏସ୍‌‌ଆଇ ଟିମ୍‌‌
ଏଡିଜି ଜାହ୍ନବୀ ଶର୍ମାଙ୍କ ନେତୃତ୍ୱରେ ଏଏସଆଇ ଟିମର ଅନୁଧ୍ୟାନ
ମନ୍ଦିରର ସଂରକ୍ଷଣ ଓ ଗର୍ଭଗୃହରୁ ବାଲିକଢା ସ୍ଥିତି ନେଇ ଅନୁଧ୍ୟାନ

ରତ୍ନଭଣ୍ଡାର ଯାଞ୍ଚ ପାଇଁ ଗଲେ ଟିମ୍‌‌
ଏଏସ୍‌‌ଆଇ ଏଡିଜି ଜାନଭିଜ୍‌‌ ଶର୍ମାଙ୍କ ନେତୃତ୍ୱରେ ହେବ ତଦାରଖ

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories