www.samajalive.in
Saturday, December 6, 2025
26.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ଜୁଲାଇ ୨୩ରେ ଉପସ୍ଥାପନ ହେବ କେନ୍ଦ୍ର ବଜେଟ୍ ..

ଜୁଲାଇ ୨୨ରେ ଆରମ୍ଭ ହେବ ବଜେଟ୍ ଅଧିବେଶନ,ବଜେଟ୍ ନେଇ ସୂଚନା ଦେଲେ କେନ୍ଦ୍ର ମନ୍ତ୍ରୀ କିରଣ ରିଜିଜୁ..

- Advertisement -

ଆସନ୍ତାକାଲି ବିଶ୍ଵପ୍ରସିଦ୍ଧ ଘୋଷଯାତ୍ରା: ଆଜି ରଥଖଳାରେ ପ୍ରସ୍ତୁତ ୩ ରଥକୁ ବିଜେ ହେଲା ଆଜ୍ଞାମାଳ..

ଆଜି ଦୈନିକ ଖବର କାଗଜ ‘ସମାଜ’ର ପ୍ରତିଷ୍ଠାତା ପୁଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଶ୍ରାଦ୍ଧୋତ୍ସବ..

ବିଭିନ୍ନ ସ୍ଥାନରେ ପୁଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଶ୍ରାଦ୍ଧୋତ୍ସବ ପାଳନ.. ଶ୍ରଦ୍ଧାଞ୍ଜଳୀ ଅର୍ପଣ କଲେ ମୁଖ୍ୟମନ୍ତ୍ରୀ..

ଆଜିଠୁ ୪ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ..

ଜୁଲାଇ ୮ରୁ ଶନି-ରାହୁ ମିଶି ଚମକାଇବେ ଏହି ରାଶିଙ୍କ ଭାଗ୍ୟ, ମିଳିବ ଧନ,ବଦଳିଯିବ ଜୀବନ..

ସନ୍ଧ୍ୟାରେ ବାୟୁସେନାର ସ୍ଵତନ୍ତ୍ର ବିମାନରେ ଆସି ପହଞ୍ଚିବେ..

ବିମାନ ବନ୍ଦରରୁ ସଡକ ପଥରେ ସିଧାସଳଖ ଜୟଦେବ ଭବନରେ ହେବାକୁ ଥିବା ପୁଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ତମ ଶ୍ରାଦ୍ଧୋତ୍ସବ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ..

ନିଟ୍ ୟୁଜି କାଉନସେଲିଂ ସ୍ଥଗିତ..

ରତ୍ନଭଣ୍ଡାର ଖୋଲାଯିବା ନେଇ ବସିଥିବା ବୈଠକ ଶେଷ..

ବୈଠକ ପରେ ପ୍ରତିକ୍ରିୟା ରଖିଲେ ଜଷ୍ଟିସ୍‍ ବିଶ୍ୱନାଥ ରଥ..

ଡୁପ୍ଲିକେଟ ଚାବି ଅଛି, ସେଥିରେ ନଖୋଲିଲେ ତାଲା ଭଙ୍ଗାଯିବ..

ଏନେଇ ସରକାରଙ୍କୁ ଜଣାଇବା ପରେ ଯାହା ଏସଓପି ଜାରି କରାଯିବ ତାହାକୁ ନେଇ ନିଷ୍ପତି ହେବ..

ଆସନ୍ତ ୯ ତାରିଖରେ ପୁଣି ବସିବ ପରବର୍ତ୍ତୀ ବୈଠକ..

ଦେଖନ୍ତୁ ଭିଡିଓ ; ବିଚ୍ ରାସ୍ତାରେ ବିବାହ ପୂର୍ବରୁ ରିକ୍ସାରେ ଏମିତି କିଛି କଲେ କନ୍ୟା..

Hot this week

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

Related Articles

Popular Categories