www.samajalive.in
Sunday, November 16, 2025
15.1 C
Bhubaneswar

୪ର୍ଥ ଟି-୨୦: ଇଂଲଣ୍ଡକୁ ୧୮୨ ରନର ବିଜୟ ଲକ୍ଷ୍ୟ ଦେଲା ଟିମ ଇଣ୍ଡିଆ

ସମାଜ ଡିଜିଟାଲ ଡେସ୍କ: ପୁଣେରେ ଚାଲିଥିବା ୪ର୍ଥ ଟି-୨୦ ମ୍ୟାଚରେ ଭାରତ ଭ୍ରମଣକାରୀ ଇଂଲଣ୍ଡ ଦଳକୁ ୧୮୨ ରନର ବିଜୟ ଲକ୍ଷ୍ୟ ଦେଇଛି। ଏହାର ଜବାବରେ ଇଂଲଣ୍ଡ ୯ ଓଭର ସୁଦ୍ଧା ୩ ଉଇକେଟ ହରାଇ ୭୮ ରନ ସଂଗ୍ରହ କରିଛି। ଟିମ ଇଣ୍ଡିଆ ପ୍ରଥମେ ବ୍ୟାଟିଂ କରି ଶିବମ ଦୁବେ ଏବଂ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅର୍ଦ୍ଧଶତକ ବଳରେ ୯ ଉଇକେଟ ବିନିମୟରେ ୧୮୧ ରନ ସଂଗ୍ରହ କରିଥିଲା। ଶିବମ ଏବଂ ପାଣ୍ଡ୍ୟା ଉଭୟେ ୫୩ ରନ ଲେଖାଏ ସଂଗ୍ରହ କରିଥିବାବେଳେ ରିଙ୍କୁ ସିଂହ ୩୦ ଓ ଅଭିଶେକ ଶର୍ମା ୨୯ ରନ କରିଥିଲେ। ଇଂଲଣ୍ଡ ପକ୍ଷରୁ ସକିବ ମହମ୍ମୁଦ ସର୍ବାଧିକ ୩ ଉଇକେଟ ନେଇଥିବାବେଳେ ଜାମି ଓଭରଟର୍ନ ୨ଟି ଏବଂ ବ୍ରାଇଡନ ଓ ଆଦିଲ ରସିଦ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।

Hot this week

ପୁଲିସର ଯାଞ୍ଚ କଡ଼ାକଡ଼ି

ସମାଜ ଲାଇଭ୍‌: କମିସନରେଟ ପୁଲିସ ପକ୍ଷରୁ ଶନିବାର ବିଳମ୍ବିତ ରାତିରେ ଗାଡ଼ିମୋଟର...

ହ୍ୟୁମାନ ସାଗର ସଙ୍କଟାପନ୍ନ, ଏମ୍ସ ଯାଇ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ହ୍ୟୁମାନ ସାଗର ଙ୍କ ସ୍ବାସ୍ଥ୍ୟ ଅବସ୍ଥା ଚିନ୍ତା...

ସ୍ଥାୟୀ ଜମି ପଟ୍ଟା ପ୍ରଦାନ ପାଇଁ ମାହେଶ୍ୱରୀ ସେନାର ଦାବି

ରେଙ୍ଗାଲିକ୍ୟାମ୍ପ ୧୫/୧୧: ଦୀର୍ଘ ୪୦ବର୍ଷ ଧରି ଗୋଡ଼ଭଗା ଛକ ନିକଟ ରାସ୍ତା...

କିଲାକିଆ ସେବାଶ୍ରମରେ ପିତାମାତା ସହଭାଗିତା କାର୍ଯ୍ୟକ୍ରମ

ଜି.ଉଦୟଗିରି,୧୫/୧୧: ଅନୁସୂଚିତ ଜାତି ଓ ଜନଜାତି ଏବଂ ପଛୁଆ ବର୍ଗ କଲ୍ୟାଣ...

ପୀତବାସ ପଣ୍ଡା ହତ୍ୟା ମାମଲା: ବ୍ରହ୍ମପୁର କାରାମଣ୍ଡଳରେ ସରିଲା ଅଭିଯୁକ୍ତଙ୍କ ଟିଆଇ ପରେଡ୍

ସମାଜ ନ୍ୟୁଜ ଡେସ୍କ- ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଶନିବାର...

Related Articles

Popular Categories