www.samajalive.in
Sunday, December 7, 2025
23.1 C
Bhubaneswar

ଘର ଭିତରେ ୫ ଝୁଲନ୍ତା ମୃତଦେହ

ମଧ୍ୟପ୍ରଦେଶ: ଘର ଭିତରୁ ୫ ମୃତଦେହ ଉଦ୍ଧାର। ମଧ୍ୟପ୍ରଦେଶ ଅଲିରାଜପୁର ଜିଲ୍ଲା ରାଉଡି ଗାଁରେ ଅଭାବନୀୟ ଘଟଣା ଘଟିଛି।  ଏକ ଘର ଭିତରୁ ଗୋଟିଏ ପରିବାରର ୫ଜଣଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ସ୍ଥାନୀୟ ପୁଲିସ୍ ଦମ୍ପତ୍ତିଙ୍କ ସହ ୩ ଶିଶୁଙ୍କର ମୃତଦେହ ଉଦ୍ଧାର କରିଛି। ବର୍ତ୍ତମାନ ପର୍ଯ୍ୟନ୍ତ ଏହା ହତ୍ୟା କିମ୍ବା ଆତ୍ମହତ୍ୟା ତାହା ସଠିକ୍ ଭାବେ ଜଣାପଡିନାହିଁ। ପୁଲିସ୍ ଘଟଣାରେ ଅଧିକ ଛାନଭିନ୍ ଜାରି ରଖିଛି।

Hot this week

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

Related Articles

Popular Categories