www.samajalive.in
Sunday, December 7, 2025
15.1 C
Bhubaneswar

ହିନ୍ଦୋଳ ମଦ ମୃତ୍ୟୁ ଘଟଣାରେ ୫ ଅଟକ

ସମାଜ ଡିଜିଟାଲ ଡେସ୍କ: ଢେଙ୍କାନାଳ ଜିଲା ହିନ୍ଦୋଳ ଅନ୍ତର୍ଗତ ବମ୍ଫା ଗାଁରେ ବିଷାକ୍ତ ମଦ ପିଇ ୨ ଜଣଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଥିଲା। ଏହି ଘଟଣାରେ ରାସୋଳ ଥାନା ପୁଲିସ ୫ ଜଣଙ୍କୁ ଅଟକ ରଖିଛି। ଦେଶୀ ମଦ ପ୍ରସ୍ତୁତ କରିବା ଏବଂ ଚୋରା କାରବାର କରିବା ଅଭିଯୋଗରେ ୫ ଜଣଙ୍କୁ ଅଟକ ରଖାଯାଇଥିବା ଜଣାପଡ଼ିଛି।

ସୂଚନା ଅନୁସାରେ, ଗତ ଶନିବାର ବମ୍ଫା ଗାଁର ମନ୍ମଥ ସାମଲ ଏବଂ ପ୍ରଫୁଲ୍ଲ ସାମଲଙ୍କ ମୃତ୍ୟୁ ଘଟିଥିଲା। ଉଭୟେ ଅପରାହ୍ନରେ ଦେଶୀ ମଦ ପିଇଥିବା କୁହାଯାଉଛି। ମଦ ପିଇବା ପରେ ସେମାନଙ୍କର ଛାତିରେ ଯନ୍ତ୍ରଣା ହେବା ସହିତ ଅଣନିଶ୍ଵାସୀ ହୋଇପଡ଼ିଥିଲେ। ପରେ ସେମାନଙ୍କୁ ହିନ୍ଦୋଳ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ଉଭୟଙ୍କ ମୃତ୍ୟୁ ଘଟିଥିଲା।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories